1 ରାଜାବଳୀ 3:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆହୁରି ତୁମ୍ଭେ ଯେଉଁ ଐଶ୍ୱର୍ଯ୍ୟ ଓ ପ୍ରତାପ ମାଗି ନାହଁ, ସେହି ଦୁଇ ମଧ୍ୟ ଆମ୍ଭେ ତୁମ୍ଭକୁ ଏପରି ଦେଲୁ ଯେ, ତୁମ୍ଭର ଯାବଜ୍ଜୀବନ ରାଜାମାନଙ୍କ ମଧ୍ୟରେ କେହି ତୁମ୍ଭ ସମାନ ହେବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଆହୁରି ତୁମ୍ଭେ ଯେଉଁ ଐଶ୍ଵର୍ଯ୍ୟ ଓ ପ୍ରତାପ ମାଗି ନାହଁ, ସେହି ଦୁଇ ମଧ୍ୟ ଆମ୍ଭେ ତୁମ୍ଭକୁ ଏପରି ଦେଲୁ ଯେ, ତୁମ୍ଭର ଯାବଜ୍ଜୀବନ ରାଜାମାନଙ୍କ ମଧ୍ୟରେ କେହି ତୁମ୍ଭ ସମାନ ହେବ ନାହିଁ। Gade chapit laଓଡିଆ ବାଇବେଲ13 ଆହୁରି ତୁମ୍ଭେ ଯେଉଁ ଐଶ୍ୱର୍ଯ୍ୟ ଓ ପ୍ରତାପ ମାଗି ନାହଁ, ସେହି ଦୁଇ ମଧ୍ୟ ଆମ୍ଭେ ତୁମ୍ଭକୁ ଏପରି ଦେଲୁ ଯେ, ତୁମ୍ଭର ଯାବଜ୍ଜୀବନ ରାଜାମାନଙ୍କ ମଧ୍ୟରେ କେହି ତୁମ୍ଭ ସମାନ ହେବ ନାହିଁ। Gade chapit laପବିତ୍ର ବାଇବଲ13 ଏହା ବ୍ୟତୀତ ତୁମ୍ଭେ ମାଗି ନ ଥିବା ଜିନିଷ ଆମ୍ଭେ ତୁମ୍ଭକୁ ଦେବା। ଆମ୍ଭେ ତୁମ୍ଭକୁ ପ୍ରଚୁର ସମ୍ପତ୍ତି ଓ ସମ୍ମାନ ଦେବା ଯେ ତୁମ୍ଭ ଜୀବନ କାଳରେ ପୃଥିବୀରେ କେହି ତୁମ୍ଭ ସମାନ ହେବେ ନାହିଁ। Gade chapit la |