Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 3:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତେବେ ରାଜା କହିଲେ, “ଜଣେ କହୁଛି, ‘ଜୀଅନ୍ତାଟି ମୋହର ପୁଅ ଓ ମଲାଟି ତୁମ୍ଭର ପୁଅ; ପୁଣି, ଅନ୍ୟ ଜଣ କହୁଛି, ନା; ମାତ୍ର, ମଲାଟି ତୁମ୍ଭର ପୁଅ ଓ ଜୀଅନ୍ତାଟି ମୋହର ପୁଅ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତେବେ ରାଜା କହିଲେ, ଜଣେ କହୁଛି, ଜୀଅନ୍ତାଟି ମୋହର ପୁଅ ଓ ମଲାଟି ତୁମ୍ଭର ପୁଅ; ପୁଣି ଅନ୍ୟ ଜଣ କହୁଛି, ନା; ମାତ୍ର ମଲାଟି ତୁମ୍ଭର ପୁଅ ଓ ଜୀଅନ୍ତାଟି ମୋହର ପୁଅ।

Gade chapit la Kopi

ଓଡିଆ ବାଇବେଲ

23 ତେବେ ରାଜା କହିଲେ, “ଜଣେ କହୁଛି, ଜୀଅନ୍ତାଟି ମୋହର ପୁଅ ଓ ମଲାଟି ତୁମ୍ଭର ପୁଅ; ପୁଣି, ଅନ୍ୟ ଜଣ କହୁଛି, ନା; ମାତ୍ର, ମଲାଟି ତୁମ୍ଭର ପୁଅ ଓ ଜୀଅନ୍ତାଟି ମୋହର ପୁଅ।”

Gade chapit la Kopi

ପବିତ୍ର ବାଇବଲ

23 ତତ୍ପରେ ରାଜା ଶଲୋମନ କହିଲେ, “ତୁମ୍ଭେ ଉଭୟ ଜୀବିତ ସନ୍ତାନଟିକୁ ନିଜର ଓ ମୃତ ସନ୍ତାନଟି ଅନ୍ୟର ବୋଲି କହୁଛ।”

Gade chapit la Kopi




1 ରାଜାବଳୀ 3:23
3 Referans Kwoze  

ତହୁଁ ସେ ଅନ୍ୟ ସ୍ତ୍ରୀ କହିଲା, “ନା, ମାତ୍ର ଜୀଅନ୍ତାଟି ମୋହର ପୁଅ ଓ ମଲାଟି ତୁମ୍ଭର ପୁଅ।” ଆଉ, ଏ ସ୍ତ୍ରୀ କହିଲା, “ନା; ମଲାଟି ତୁମ୍ଭର ପୁଅ ଓ ଜୀଅନ୍ତାଟି ମୋହର ପୁଅ।” ଏହିରୂପେ ସେମାନେ ରାଜାଙ୍କ ଛାମୁରେ ଗୁହାରି କଲେ।


ଏଥିରେ ରାଜା କହିଲେ, “ମୋହର ନିକଟକୁ ଗୋଟିଏ ଖଣ୍ଡା ଆଣ।” ତହୁଁ ସେମାନେ ରାଜାଙ୍କ ଛାମୁକୁ ଖଣ୍ଡା ଆଣିଲେ।


ଧାର୍ମିକର ମନ ବିବେଚନା କରି ଉତ୍ତର ଦିଏ; ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦ କଥା ଢାଳି ପକାଏ।


Swiv nou:

Piblisite


Piblisite