1 ରାଜାବଳୀ 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଶଲୋମନ ଆପଣା ପିତା ଦାଉଦଙ୍କର ବିଧି ଅନୁସାରେ ଆଚରଣ କରି ସଦାପ୍ରଭୁଙ୍କୁ ପ୍ରେମ କଲେ; କେବଳ ସେ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ପୁଣି ଶଲୋମନ ଆପଣା ପିତା ଦାଉଦଙ୍କର ବିଧି ଅନୁସାରେ ଆଚରଣ କରି ସଦାପ୍ରଭୁଙ୍କୁ ପ୍ରେମ କଲେ; କେବଳ ସେ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ। Gade chapit laଓଡିଆ ବାଇବେଲ3 ପୁଣି, ଶଲୋମନ ଆପଣା ପିତା ଦାଉଦଙ୍କର ବିଧି ଅନୁସାରେ ଆଚରଣ କରି ସଦାପ୍ରଭୁଙ୍କୁ ପ୍ରେମ କଲେ; କେବଳ ସେ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ। Gade chapit laପବିତ୍ର ବାଇବଲ3 ଶଲୋମନ ନିଜ ପିତା ଦାଉଦଙ୍କ ବିଧି ଅନୁସାରେ ଆଚରଣ କରି ସଦାପ୍ରଭୁଙ୍କ ପ୍ରତି ପ୍ରେମ ପ୍ରକାଶ କଲେ। କେବଳ ସେ ପଶୁବଳି ଉତ୍ସର୍ଗ କଲେ ଓ ଉଚ୍ଚ ସ୍ଥାନରେ ଧୂପ ଜଳାଇଲେ। Gade chapit la |
ତୁମ୍ଭେ ମୋʼ ପିତା ଆପଣା ଦାସ ଦାଉଦଙ୍କୁ କହିଥିଲ, ‘ତୁମ୍ଭେ ଆମ୍ଭ ସମ୍ମୁଖରେ ଯେପରି ଗମନାଗମନ କରିଅଛ, ସେହିପରି ତୁମ୍ଭର ସନ୍ତାନମାନେ ଯେବେ ଆମ୍ଭ ସମ୍ମୁଖରେ ଗମନାଗମନ କରିବାକୁ ଆପଣା ଆପଣା ପଥରେ କେବଳ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ଆମ୍ଭ ଦୃଷ୍ଟିରେ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ; ଏହେତୁ ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣାର ଏହି ପ୍ରତିଜ୍ଞା ଏବେ ସଫଳ କର।’