Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 4:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏମାନେ ତାଙ୍କର ଅଧିପତି ଥିଲେ, ଯଥା, ସାଦୋକର ପୁତ୍ର ଅସରୀୟ ଯାଜକ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏମାନେ ତାଙ୍କର ଅଧିପତି ଥଲେ, ଯଥା, ସାଦୋକର ପୁତ୍ର ଅସରୀୟ ଯାଜକ।

Gade chapit la Kopi

ଓଡିଆ ବାଇବେଲ

2 ଏମାନେ ତାଙ୍କର ଅଧିପତି ଥିଲେ, ଯଥା, ସାଦୋକର ପୁତ୍ର ଅସରୀୟ ଯାଜକ ଥିଲେ।

Gade chapit la Kopi

ପବିତ୍ର ବାଇବଲ

2 ଏହିମାନେ ଥିଲେ ତାଙ୍କର ଅଧିପତି ଯେ କି ତାଙ୍କୁ ରାଜ୍ୟ ଶାସନରେ ସାହାଯ୍ୟ କରୁଥିଲେ। ସେମାନେ ସାଦୋକର ପୁତ୍ର ଯାଜକ ଅସରିୟ ପୁତ୍ରଗଣ ଥିଲେ। ଯଥା: ସାଦୋକର ପୁତ୍ର ଅସରିୟ ଯାଜକ।

Gade chapit la Kopi




1 ରାଜାବଳୀ 4:2
7 Referans Kwoze  

ପୁଣି, ଈଶ୍ବର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି।


ଆହୁରି, ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍‍, ପରମେଶ୍ୱରଙ୍କ ପ୍ରତି ଭୟକାରୀ, ସତ୍ୟବାଦୀ ଓ ଅନ୍ୟାୟ ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର; ପୁଣି, ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ରପତି, ଶତପତି, ପଚାଶପତି ଓ ଦଶପତି ରୂପେ ନିଯୁକ୍ତ କର।


ଲେବୀ-ବଂଶ ମଧ୍ୟରେ କମୂୟେଲର ପୁତ୍ର ହଶବୀୟ; ହାରୋଣ-ବଂଶ ମଧ୍ୟରେ ସାଦୋକ।


ଏହିରୂପେ ଶଲୋମନ ରାଜା ସମଗ୍ର ଇସ୍ରାଏଲ ଉପରେ ରାଜା ହେଲେ।


Swiv nou:

Piblisite


Piblisite