Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଶୀଶାର ପୁତ୍ର ଇଲୀହୋରଫ ଓ ଅହୀୟ ସମ୍ପାଦକ; ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଶୀଶାର ପୁତ୍ର ଇଲୀହୋରଫ ଓ ଅହୀୟ ଲେଖକ; ଅହୀଲୂଦର ପୁତ୍ର ଯିହୋଶଫଟ ଇତିହାସକର୍ତ୍ତା

Gade chapit la Kopi

ଓଡିଆ ବାଇବେଲ

3 ଶୀଶାର ପୁତ୍ର ଇଲୀହୋରଫ ଓ ଅହୀୟ ସମ୍ପାଦକ; ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ

Gade chapit la Kopi

ପବିତ୍ର ବାଇବଲ

3 ଶୀଶାର ପୁତ୍ର ଇଲୀହୋରଫ ଓ ଅହିୟ ଉଭୟ ବିଗ୍ଭରାଳୟରେ ଯାହା ହେଉଥିଲା ସେମାନେ ଲେଖୁଥିଲେ। ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲିପିକାର।

Gade chapit la Kopi




1 ରାଜାବଳୀ 4:3
7 Referans Kwoze  

ଆଉ ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ ଥିଲା;


ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାପି ନୀରବ ହେବେ ନାହିଁ।


ପୁଣି, ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଆଉ ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ ଥିଲା।


ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି, ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ; ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।


ମଧ୍ୟ ଯେଉଁ ଏଲି ଶୀଲୋରେ ସଦାପ୍ରଭୁଙ୍କ ଯାଜକ ଥିଲେ, ତାଙ୍କ ପ୍ରପୌତ୍ର, ପୀନହସ୍‍ର ପୌତ୍ର, ଐକାବୋଦର ଭ୍ରାତା ଅହୀଟୂବ୍‍ର ପୁତ୍ର ଅହୀୟ ଏଫୋଦ ପିନ୍ଧି ସେଠାରେ ଥିଲା। ଆଉ ଯୋନାଥନ ଯେ ବାହାର ହୋଇ ଯାଇଅଛି, ଏ କଥା ଲୋକମାନେ ଜାଣି ନ ଥିଲେ।


ସେସମୟରେ ଯୋୟାବ ଇସ୍ରାଏଲର ସମସ୍ତ ସୈନ୍ୟଦଳର ଉପରେ ଥିଲା; ପୁଣି ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ଥିଲା।


Swiv nou:

Piblisite


Piblisite