Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ ସମଗ୍ର ଇସ୍ରାଏଲ ଉପରେ ଶଲୋମନଙ୍କର ବାର ଜଣ ଦେଶାଧ୍ୟକ୍ଷ ଥିଲେ, ସେମାନେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ପ୍ରତି ଜଣ ବର୍ଷ ମଧ୍ୟରେ ଏକ ଏକ ମାସ ପାଇଁ ଦ୍ରବ୍ୟ ଯୋଗାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ ସମଗ୍ର ଇସ୍ରାଏଲ ଉପରେ ଶଲୋମନଙ୍କର ବାର ଜଣ ଦେଶାଧ୍ୟକ୍ଷ ଥିଲେ, ସେମାନେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ପ୍ରତି ଜଣ ବର୍ଷ ମଧ୍ୟରେ ଏକ ଏକ ମାସ ପାଇଁ ଦ୍ରବ୍ୟ ଯୋଗାଇଲେ।

Gade chapit la Kopi

ଓଡିଆ ବାଇବେଲ

7 ଆଉ ସମଗ୍ର ଇସ୍ରାଏଲ ଉପରେ ଶଲୋମନଙ୍କର ବାର ଜଣ ଦେଶାଧ୍ୟକ୍ଷ ଥିଲେ, ସେମାନେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ପ୍ରତି ଜଣ ବର୍ଷ ମଧ୍ୟରେ ଏକ ଏକ ମାସ ପାଇଁ ଦ୍ରବ୍ୟ ଯୋଗାଇଲେ।

Gade chapit la Kopi

ପବିତ୍ର ବାଇବଲ

7 ଶଲୋମନ ସମଗ୍ର ଇସ୍ରାଏଲକୁ ବାର ଭାଗରେ ବିଭକ୍ତ କରି ବାର ଜଣ ଦେଶାଧ୍ୟକ୍ଷଙ୍କୁ ନିଯୁକ୍ତ କଲେ। ସେମାନେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟ ଯୋଗାଇଲେ। ପ୍ରତ୍ୟେକ ବର୍ଷ ମଧ୍ୟରେ ଏକ ଏକ ମାସ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ।

Gade chapit la Kopi




1 ରାଜାବଳୀ 4:7
6 Referans Kwoze  

ନାଥନର ପୁତ୍ର ଅସରୀୟ ଦେଶାଧ୍ୟକ୍ଷମାନଙ୍କର ପ୍ରଧାନ ଥିଲା ଓ ନାଥନର ପୁତ୍ର ସାବୁଦ୍‍ ଯାଜକ ଓ ରାଜାଙ୍କ ମିତ୍ର ଥିଲା।


ପୁଣି, ଅହୀଶାର୍‍ ଗୃହାଧ୍ୟକ୍ଷ ଥିଲା ଓ ଅବ୍‍ଦର ପୁତ୍ର ଅଦୋନୀରାମ୍‍ ବେଠିକର୍ମର ଅଧ୍ୟକ୍ଷ ଥିଲା।


ଆଉ ସେମାନଙ୍କର ନାମ ଏହି; ଇଫ୍ରୟିମର ପର୍ବତମୟ ଦେଶରେ ବିନ୍‍-ହୂର।


“ଆପଣଙ୍କ ପିତା ଆମ୍ଭମାନଙ୍କ ଯୁଆଳି ଅସହ୍ୟ କରିଥିଲେ; ଏହେତୁ ଆପଣଙ୍କ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଅସହ୍ୟ ଦାସ୍ୟକର୍ମର ଭାର ଓ ଭାରୀ ଯୁଆଳି ଦେଇଥିଲେ, ତାହା ଆପଣ ହାଲୁକା କରନ୍ତୁ; ତହିଁରେ ଆମ୍ଭେମାନେ ଆପଣଙ୍କ ସେବା କରିବୁ।”


ସେତେବେଳେ ହୂରମ୍‍ ଶଲୋମନଙ୍କର ଏହି କଥା ଶୁଣନ୍ତେ, ଅତି ଆନନ୍ଦିତ ହୋଇ କହିଲା, “ସଦାପ୍ରଭୁ ଆଜି ଧନ୍ୟ ହେଉନ୍ତୁ, ସେ ଏହି ମହାଗୋଷ୍ଠୀ ଉପରେ ଦାଉଦଙ୍କୁ ଏକ ଜ୍ଞାନବାନ ପୁତ୍ର ଦେଇଅଛନ୍ତି।”


Swiv nou:

Piblisite


Piblisite