Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 5:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ଶଲୋମନ ହୂରମ୍‍ ଗୃହର ଖାଦ୍ୟ ନିମନ୍ତେ ତାହାକୁ କୋଡ଼ିଏ ହଜାର ମହଣ ଗହମ ଓ କୋଡ଼ିଏ ହଜାର ମହଣ ପେଷା ତେଲ ଦେଲେ; ଏହିରୂପେ ବର୍ଷକୁ ବର୍ଷ ଶଲୋମନ ହୂରମ୍‍କୁ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ଶଲୋମନ ହୀରମ୍ ଗୃହର ଖାଦ୍ୟ ନିମନ୍ତେ ତାହାକୁ କୋଡ଼ିଏ ହଜାର ମହଣ ଗହମ ଓ କୋଡ଼ିଏ ମହଣ ପେଷା ତେଲ ଦେଲେ; ଏହିରୂପେ ବର୍ଷକୁ ବର୍ଷ ଶଲୋମନ ହୀରମ୍କୁ ଦେଲେ।

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ଶଲୋମନ ହୂରମ୍‍ ଗୃହର ଖାଦ୍ୟ ନିମନ୍ତେ ତାହାକୁ କୋଡ଼ିଏ ହଜାର ମହଣ ଗହମ ଓ କୋଡ଼ିଏ ହଜାର ମହଣ ପେଷା ତେଲ ଦେଲେ; ଏହିରୂପେ ବର୍ଷକୁ ବର୍ଷ ଶଲୋମନ ହୂରମ୍‍କୁ ଦେଲେ।

Gade chapit la Kopi




1 ରାଜାବଳୀ 5:11
9 Referans Kwoze  

ଆଉ ଦେଖନ୍ତୁ, ମୁଁ ଆପଣଙ୍କ ଦାସ କାଠକଟାଳୀମାନଙ୍କୁ କୋଡ଼ିଏ ହଜାର ମହଣ ମଳା ଗହମ ଓ କୋଡ଼ିଏ ହଜାର ମହଣ ଯବ ଓ କୋଡ଼ିଏ ହଜାର ମହଣ ଦ୍ରାକ୍ଷାରସ ଓ କୋଡ଼ିଏ ହଜାର ମହଣ ତୈଳ ଦେବି।”


ଶଲୋମନଙ୍କର ପ୍ରାତ୍ୟହିକ ଆୟୋଜନୀୟ ଦ୍ରବ୍ୟ ତିରିଶ ମହଣ ସରୁ ମଇଦା ଓ ଷାଠିଏ ମହଣ ସୁଜି,


ସେତେବେଳେ ହେରୋଦ ସୋର ଓ ସୀଦୋନ ଲୋକଙ୍କ ଉପରେ ଭୟଙ୍କର ଅସନ୍ତୁଷ୍ଟ ଥିଲେ, ଆଉ ସେମାନେ ଏକମତ ହୋଇ ତାହାଙ୍କ ନିକଟକୁ ଆସିଲେ ଓ ରାଜାଙ୍କ ଶୟନାଗାରର ଅଧ୍ୟକ୍ଷ ବ୍ଲାସ୍ତଙ୍କୁ ଆପଣାମାନଙ୍କ ସପକ୍ଷ କରି ଶାନ୍ତି ପ୍ରାର୍ଥନା କରିବାକୁ ଲାଗିଲେ, କାରଣ ରାଜାଙ୍କ ଦେଶରୁ ସେମାନଙ୍କ ଦେଶକୁ ଖାଦ୍ୟସାମଗ୍ରୀ ଯାଉଥିଲା।


ଏହିରୂପେ ହୂରମ୍‍ ଶଲୋମନଙ୍କର ସମସ୍ତ ବାଞ୍ଛାନୁସାରେ ତାଙ୍କୁ ଏରସ ଓ ଦେବଦାରୁ କାଷ୍ଠ ଦେଲା।


ପୁଣି, ସେରହର ସନ୍ତାନ ସିମ୍ରି ଓ ଏଥନ୍‍ ଓ ହେମନ ଓ କଲ୍‍କୋଲ୍‍ ଓ ଦେରା; ସମୁଦାୟ ପାଞ୍ଚ ଜଣ।


ମରାରିର ସନ୍ତାନ ମହଲି, ତାହାର ପୁତ୍ର ଲିବ୍‍ନି, ତାହାର ପୁତ୍ର ଶିମୀୟି, ତାହାର ପୁତ୍ର ଉଷଃ;


ଏହିରୂପେ ଶଲୋମନ ରାଜା ଐଶ୍ୱର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କ ଅପେକ୍ଷା ମହାନ ହେଲେ।


ସଦାପ୍ରଭୋ, ମୋʼ ପରିତ୍ରାଣର ପରମେଶ୍ୱର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୂକ୍ତି କରିଅଛି;


ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା ବିଷୟ ଗାନ କରିବି; ମୁଁ ଆପଣା ମୁଖରେ ତୁମ୍ଭର ବିଶ୍ୱସ୍ତତା ସମସ୍ତ ପିଢ଼ି ପ୍ରତି ପ୍ରକାଶ କରିବି।


Swiv nou:

Piblisite


Piblisite