Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 5:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମାତ୍ର ଏବେ ସଦାପ୍ରଭୁ ମୋʼ ପରମେଶ୍ୱର ଚତୁର୍ଦ୍ଦିଗରେ ମୋତେ ବିଶ୍ରାମ ଦେଇଅଛନ୍ତି; ବିପକ୍ଷ କେହି ନାହିଁ, ବା ବିପଦ-ଘଟଣା କିଛି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ମାତ୍ର ଏବେ ସଦାପ୍ରଭୁ ମୋʼ ପରମେଶ୍ଵର ଚତୁର୍ଦ୍ଦିଗରେ ମୋତେ ବିଶ୍ରାମ ଦେଇଅଛନ୍ତି; ବିପକ୍ଷ କେହି ନାହିଁ, ବା ବିପଦ-ଘଟନା କିଛି ନାହିଁ।

Gade chapit la Kopi

ଓଡିଆ ବାଇବେଲ

4 ମାତ୍ର ଏବେ ସଦାପ୍ରଭୁ ମୋ’ ପରମେଶ୍ୱର ଚତୁର୍ଦ୍ଦିଗରେ ମୋତେ ବିଶ୍ରାମ ଦେଇଅଛନ୍ତି; ବିପକ୍ଷ କେହି ନାହିଁ, ବା ବିପଦ-ଘଟଣା କିଛି ନାହିଁ।

Gade chapit la Kopi

ପବିତ୍ର ବାଇବଲ

4 ମାତ୍ର ଏବେ ସଦାପ୍ରଭୁ ମୋର ପରମେଶ୍ୱର ଚତୁର୍ଦ୍ଦିଗରେ ଶାନ୍ତି ଦେଇ ଅଛନ୍ତି। ବର୍ତ୍ତମାନ ମୋର ଶତ୍ରୁ କେହି ନାହାନ୍ତି କି ବିପଦର ଆଶଙ୍କା ନାହିଁ।

Gade chapit la Kopi




1 ରାଜାବଳୀ 5:4
11 Referans Kwoze  

ଦେଖ, ତୁମ୍ଭର ଏକ ପୁତ୍ର ଜାତ ହେବ, ସେ ବିଶ୍ରାମପ୍ରାପ୍ତ ମନୁଷ୍ୟ ହେବ; ପୁଣି, ଆମ୍ଭେ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତାହାକୁ ବିଶ୍ରାମ ଦେବା; କାରଣ ତାହାର ନାମ ଶଲୋମନ ହେବ ଓ ଆମ୍ଭେ ତାହାର ସମୟରେ ଇସ୍ରାଏଲକୁ ଶାନ୍ତି ଓ ନିର୍ବିଘ୍ନତା ଦେବା;


କାରଣ, ସେ ତିପ୍ସହଠାରୁ ଘସା ପର୍ଯ୍ୟନ୍ତ (ଫରାତ୍‍) ନଦୀର ଏପାରିସ୍ଥିତ ସମସ୍ତ ଅଞ୍ଚଳର ରାଜାମାନଙ୍କ ଉପରେ କର୍ତ୍ତୃତ୍ୱ କଲେ; ପୁଣି, ତାଙ୍କର ଚତୁର୍ଦ୍ଦିଗସ୍ଥ ସବୁଆଡ଼େ ଶାନ୍ତି ଥିଲା।


ଏହି ପ୍ରକାରେ ସମୁଦାୟ ଯିହୂଦିୟା ପ୍ରଦେଶ, ଗାଲିଲୀ ଓ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ।


ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।


ତାହାଙ୍କ ସମୟରେ ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେବେ; ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ।


“ଯାଅ, ଆମ୍ଭ ଦାସ ଦାଉଦଙ୍କୁ ଜଣାଅ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ଆମ୍ଭ ନିମନ୍ତେ ବସତି-ଗୃହ ନିର୍ମାଣ କରିବ?


ଅସ୍ଦୋଦ, ତହିଁର ଉପନଗର ଓ ଗ୍ରାମମାନ; ଘସା, ତହିଁର ଉପନଗର ଓ ଗ୍ରାମମାନ; ମିସର ନଦୀ ଓ ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ।


ଆଉ ଶଲୋମନଙ୍କର, ହୂରମ୍‍ର ରାଜମିସ୍ତ୍ରୀମାନେ ଓ ଗିବ୍ଲୀୟ ଲୋକମାନେ ସେସବୁର ଗଠନ କଲେ, ଏହିରୂପେ ସେମାନେ ଗୃହ ନିର୍ମାଣ ନିମନ୍ତେ କାଷ୍ଠ ଓ ପ୍ରସ୍ତର ପ୍ରସ୍ତୁତ କଲେ।


ଆଉ ସେ ହଦଦ୍‍ର କୃତ ମନ୍ଦ କର୍ମ ଛଡ଼ା ଶଲୋମନଙ୍କର ଯାବଜ୍ଜୀବନ ଇସ୍ରାଏଲର ବିପକ୍ଷ ହୋଇଥିଲା; ସେ ଇସ୍ରାଏଲକୁ ଘୃଣା କରି ଅରାମ ଉପରେ ରାଜ୍ୟ କଲା।


ସେ ଘସା ଓ ତହିଁର ସୀମା ପର୍ଯ୍ୟନ୍ତ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀର-ବେଷ୍ଟିତ ନଗର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ସଂହାର କଲେ।


ମଧ୍ୟ ଯିରୂଶାଲମରେ ପରାକ୍ରାନ୍ତ ରାଜାଗଣ ଥିଲେ, ସେମାନେ ନଦୀ ସେପାରିସ୍ଥ ସମସ୍ତ ଦେଶରେ ରାଜତ୍ୱ କଲେ; ଆଉ, ସେମାନଙ୍କୁ କର, ରାଜସ୍ୱ ଓ ମାଶୁଲ ଦିଆଗଲା।


Swiv nou:

Piblisite


Piblisite