Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 5:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଉତ୍ତାରେ ହୂରମ୍‍ ଶଲୋମନଙ୍କ ନିକଟକୁ କହି ପଠାଇଲା, “ଆପଣ ମୋʼ ନିକଟକୁ ଯେଉଁ କଥା କହି ପଠାଇଲେ, ତାହା ମୁଁ ଶୁଣିଲି; ମୁଁ ଏରସ ଓ ଦେବଦାରୁ କାଷ୍ଠ ବିଷୟରେ ଆପଣଙ୍କର ସମସ୍ତ ବାଞ୍ଛା ସଫଳ କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏଉତ୍ତାରେ ହୀରମ୍ ଶଲୋମନଙ୍କ ନିକଟକୁ କହି ପଠାଇଲା, ଆପଣ ମୋʼ କତିକି ଯେଉଁ କଥା କହି ପଠାଇଲେ, ତାହା ମୁଁ ଶୁଣିଲି; ମୁଁ ଏରସ ଓ ଦେବଦାରୁ କାଷ୍ଠ ବିଷୟରେ ଆପଣଙ୍କର ସମସ୍ତ ବାଞ୍ଛା ସଫଳ କରିବି।

Gade chapit la Kopi

ଓଡିଆ ବାଇବେଲ

8 ଏଉତ୍ତାରେ ହୂରମ୍‍ ଶଲୋମନଙ୍କ ନିକଟକୁ କହି ପଠାଇଲା, ଆପଣ ମୋ’ ନିକଟକୁ ଯେଉଁ କଥା କହି ପଠାଇଲେ, ତାହା ମୁଁ ଶୁଣିଲି; ମୁଁ ଏରସ ଓ ଦେବଦାରୁ କାଷ୍ଠ ବିଷୟରେ ଆପଣଙ୍କର ସମସ୍ତ ବାଞ୍ଛା ସଫଳ କରିବି।

Gade chapit la Kopi

ପବିତ୍ର ବାଇବଲ

8 ତା'ପରେ ହୀରମ୍ ଶଲୋମନଙ୍କ ନିକଟକୁ ଏହି ବାର୍ତ୍ତା ସହିତ ଏକ ବାର୍ତ୍ତାବହକୁ ପଠାଇଲେ। ରାଜା ଶଲୋମନ ଯାହା ଆଶା କରନ୍ତି, “ମୁଁ ଶୁଣିଲି, ମୁଁ ଏରସବୃକ୍ଷ ଓ ଦେବଦାରୁ କାଠ ଦେବା ପାଇଁ ଯାଉଛି, ତୁମ୍ଭର କାମ ପୂରଣ କରିବା ପାଇଁ।”

Gade chapit la Kopi




1 ରାଜାବଳୀ 5:8
7 Referans Kwoze  

ପୁଣି ସେ ଉତ୍ତମ ସ୍ୱର୍ଣ୍ଣମଣ୍ଡିତ ଦେବଦାରୁ କାଷ୍ଠରେ ବୃହତ ଗୃହ ଆଚ୍ଛାଦନ କଲେ ଓ ତହିଁ ଉପରେ ଖର୍ଜ୍ଜୁର ବୃକ୍ଷ ଓ ଜଞ୍ଜିରର ଆକୃତି କଲେ।


ଆଉ, ଦେବଦାରୁ କାଷ୍ଠରେ ଦୁଇ କବାଟ କଲେ; ଏକ କବାଟର ଦୁଇ ପଟ ଦୋହରା ଥିଲା, ଅନ୍ୟ କବାଟର ଦୁଇ ପଟ ଦୋହରା ଥିଲା।


ସେ ଗୃହର ଭିତର କାନ୍ଥସବୁରେ ଏରସ କାଷ୍ଠର ପଟା ଦେଲେ; ଗୃହର ଚଟାଣରୁ କାନ୍ଥର ଛାତ ପର୍ଯ୍ୟନ୍ତ ଭିତରଯାକ ସେ ସେହି କାଷ୍ଠରେ ଆଚ୍ଛାଦନ କଲେ; ପୁଣି, ଦେବଦାରୁ ପଟାରେ ଗୃହର ଚଟାଣ ଆଚ୍ଛାଦନ କଲେ।


ପୁଣି ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ସମ୍ମୁଖରେ ଦେବଦାରୁ କାଷ୍ଠରେ ନିର୍ମିତ ନାନା ପ୍ରକାର ବାଦ୍ୟଯନ୍ତ୍ର, ବୀଣା ଓ ନେବଲ ଓ ଦାରା ଓ ମନ୍ଦିରା ଓ କରତାଳ ବଜାଇଲେ।


ସେତେବେଳେ ହୂରମ୍‍ ଶଲୋମନଙ୍କର ଏହି କଥା ଶୁଣନ୍ତେ, ଅତି ଆନନ୍ଦିତ ହୋଇ କହିଲା, “ସଦାପ୍ରଭୁ ଆଜି ଧନ୍ୟ ହେଉନ୍ତୁ, ସେ ଏହି ମହାଗୋଷ୍ଠୀ ଉପରେ ଦାଉଦଙ୍କୁ ଏକ ଜ୍ଞାନବାନ ପୁତ୍ର ଦେଇଅଛନ୍ତି।”


ମୋʼ ଦାସମାନେ ଲିବାନୋନଠାରୁ ସମୁଦ୍ର ପର୍ଯ୍ୟନ୍ତ ତାହା ଆଣିବେ; ପୁଣି, ଆପଣ ଯେଉଁ ସ୍ଥାନ ନିରୂପଣ କରିବେ, ସେଠାକୁ ମୁଁ ଭେଳା ବାନ୍ଧି ସମୁଦ୍ର ପଥରେ ପଠାଇ ସେଠାରେ ତାହା ଫିଟାଇଦେବି, ତହୁଁ ଆପଣ ନେଇଯିବେ; ଆଉ ଆପଣ ମୋʼ ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇ ମୋʼ ବାଞ୍ଛା ସଫଳ କରିବେ।”


ତହିଁରେ ଆପଣଙ୍କ ଯେତେ କାଷ୍ଠ ପ୍ରୟୋଜନ ହେବ, ତାହା ଆମ୍ଭେମାନେ ଲିବାନୋନରୁ କାଟିବୁ; ଆଉ ଆମ୍ଭେମାନେ ଭେଳା ବାନ୍ଧି ସମୁଦ୍ର ପଥରେ ଯାଫୋରେ ଆପଣଙ୍କ ନିକଟରେ ପହଞ୍ଚାଇ ଦେବୁ; ତହୁଁ ଆପଣ ତାହା ଯିରୂଶାଲମକୁ ନେଇଯିବେ।”


Swiv nou:

Piblisite


Piblisite