1 ରାଜାବଳୀ 5:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମୋʼ ଦାସମାନେ ଲିବାନୋନଠାରୁ ସମୁଦ୍ର ପର୍ଯ୍ୟନ୍ତ ତାହା ଆଣିବେ; ପୁଣି, ଆପଣ ଯେଉଁ ସ୍ଥାନ ନିରୂପଣ କରିବେ, ସେଠାକୁ ମୁଁ ଭେଳା ବାନ୍ଧି ସମୁଦ୍ର ପଥରେ ପଠାଇ ସେଠାରେ ତାହା ଫିଟାଇଦେବି, ତହୁଁ ଆପଣ ନେଇଯିବେ; ଆଉ ଆପଣ ମୋʼ ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇ ମୋʼ ବାଞ୍ଛା ସଫଳ କରିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)9 ମୋʼ ଦାସମାନେ ଲିବାନୋନଠାରୁ ସମୁଦ୍ର ପର୍ଯ୍ୟନ୍ତ ତାହା ଆଣିବେ; ପୁଣି ଆପଣ ଯେଉଁ ସ୍ଥାନ ନିରୂପଣ କରିବେ, ସେଠାକୁ ମୁଁ ଭେଳା ବାନ୍ଧି ସମୁଦ୍ର ପଥରେ ପଠାଇ ସେଠାରେ ତାହା ଫିଟାଇଦେବି, ତହୁଁ ଆପଣ ନେଇଯିବେ; ଆଉ ଆପଣ ମୋʼ ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇ ମୋʼ ବାଞ୍ଛା ସଫଳ କରିବେ। Gade chapit laଓଡିଆ ବାଇବେଲ9 ମୋ’ ଦାସମାନେ ଲିବାନୋନଠାରୁ ସମୁଦ୍ର ପର୍ଯ୍ୟନ୍ତ ତାହା ଆଣିବେ; ପୁଣି, ଆପଣ ଯେଉଁ ସ୍ଥାନ ନିରୂପଣ କରିବେ, ସେଠାକୁ ମୁଁ ଭେଳା ବାନ୍ଧି ସମୁଦ୍ର ପଥରେ ପଠାଇ ସେଠାରେ ତାହା ଫିଟାଇଦେବି, ତହୁଁ ଆପଣ ନେଇଯିବେ; ଆଉ ଆପଣ ମୋ’ ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇ ମୋ’ ବାଞ୍ଛା ସଫଳ କରିବେ। Gade chapit laପବିତ୍ର ବାଇବଲ9 ମୋର ଲୋକମାନେ ଲିବାନୋନ୍ଠାରୁ ସମୁଦ୍ର ପର୍ଯ୍ୟନ୍ତ ତାହା ଆଣିବେ; ପୁଣି ଆପଣଙ୍କ ନିରୂପିତ ସ୍ଥାନରେ ମୁଁ ସମୁଦ୍ର ପଥରେ ଭେଳାବାନ୍ଧି ପଠାଇ ସେଠାରେ ଫିଟାଇ ଦେବି, ସେଠାରୁ ଆପଣ ନେଇଯିବେ। ଏବଂ ମୋର ରାଜକୀୟ ପ୍ରାସାଦକୁ ଖାଦ୍ୟ ପଠାଇ ମୋ’ ପ୍ରତି ଅନୁକମ୍ପା କରିବେ।” Gade chapit la |