1 ରାଜାବଳୀ 6:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ଶଲୋମନ ରାଜା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମାଣ କଲେ, ତହିଁର ଦୈର୍ଘ୍ୟ ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଓ ଉଚ୍ଚତା ତିରିଶ ହାତ। Gade chapit laପବିତ୍ର ବାଇବଲ (Re-edited) - (BSI)2 ପୁଣି ଶଲୋମନ ରାଜା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମାଣ କଲେ, ତହିଁର ଦୈର୍ଘ୍ୟ ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଓ ଉଚ୍ଚତା ତିରିଶ ହାତ। Gade chapit laଓଡିଆ ବାଇବେଲ2 ପୁଣି, ଶଲୋମନ ରାଜା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମାଣ କଲେ, ତହିଁର ଦୈର୍ଘ୍ୟ ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଓ ଉଚ୍ଚତା ତିରିଶ ହାତ। Gade chapit laପବିତ୍ର ବାଇବଲ2 ଶଲୋମନ ସଦାପ୍ରଭୁଙ୍କ ସମ୍ମାନାର୍ଥେ ଯେଉଁ ମନ୍ଦିର ନିର୍ମାଣ କଲେ ତାହାର ଲମ୍ବ ଷାଠିଏ ହାତ, ପ୍ରସ୍ଥ କୋଡ଼ିଏ ହାତ ଓ ଉଚ୍ଚତା ତିରିଶ୍ ହାତ ଥିଲା। Gade chapit la |