1 ରାଜାବଳୀ 6:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ଗୃହର ପବିତ୍ର ସ୍ଥାନ ସମ୍ମୁଖସ୍ଥ ବାରଣ୍ଡା, ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଦୀର୍ଘ ଓ ଗୃହର ସମ୍ମୁଖରେ ତହିଁର ପ୍ରସ୍ଥ ଦଶ ହାତ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)3 ଆଉ ଗୃହର ପବିତ୍ର-ସ୍ଥାନ ସମ୍ମୁଖସ୍ଥ ବରଣ୍ତା, ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଦୀର୍ଘ ଓ ଗୃହର ସମ୍ମୁଖରେ ତହିଁର ପ୍ରସ୍ଥ ଦଶ ହାତ ଥିଲା। Gade chapit laଓଡିଆ ବାଇବେଲ3 ଆଉ ଗୃହର ପବିତ୍ର ସ୍ଥାନ ସମ୍ମୁଖସ୍ଥ ବାରଣ୍ଡା, ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଦୀର୍ଘ ଓ ଗୃହର ସମ୍ମୁଖରେ ତହିଁର ପ୍ରସ୍ଥ ଦଶ ହାତ ଥିଲା। Gade chapit laପବିତ୍ର ବାଇବଲ3 ଆଉ ମନ୍ଦିରର ପବିତ୍ର ସ୍ଥାନ ସମ୍ମୁଖସ୍ଥ ବାରଣ୍ତା, କୋଡ଼ିଏ ହାତ ଦୀର୍ଘ ଓ ପ୍ରସ୍ଥ ଦଶ ହାତ ଥିଲା। Gade chapit la |