Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 6:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମଧ୍ୟମ କୋଠରିମାନର ଦ୍ୱାର ଗୃହର ଦକ୍ଷିଣ ଭାଗରେ ଥିଲା; ପୁଣି, ଲୋକମାନେ ଘୂର୍ଣ୍ଣିତ ସୋପାନ ଦେଇ ମଧ୍ୟମ କୋଠରିକୁ ଓ ମଧ୍ୟମ କୋଠରିରୁ ତୃତୀୟ କୋଠରିକୁ ଚଢ଼ିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମଧ୍ୟମ କୋଠରିମାନର ଦ୍ଵାର ଗୃହର ଦକ୍ଷିଣଭାଗରେ ଥିଲା; ପୁଣି ଲୋକମାନେ ଘୂର୍ଣ୍ଣିତ ସୋପାନ ଦେଇ ମଧ୍ୟମ କୋଠରିକି ଓ ମଧ୍ୟମ କୋଠରିରୁ ତୃତୀୟ କୋଠରିକି ଚଢ଼ି ଗଲେ।

Gade chapit la Kopi

ଓଡିଆ ବାଇବେଲ

8 ମଧ୍ୟମ କୋଠରିମାନର ଦ୍ୱାର ଗୃହର ଦକ୍ଷିଣ ଭାଗରେ ଥିଲା; ପୁଣି, ଲୋକମାନେ ଘୂର୍ଣ୍ଣିତ ସୋପାନ ଦେଇ ମଧ୍ୟମ କୋଠରିକୁ ଓ ମଧ୍ୟମ କୋଠରିରୁ ତୃତୀୟ କୋଠରିକୁ ଚଢ଼ି ଗଲେ।

Gade chapit la Kopi

ପବିତ୍ର ବାଇବଲ

8 ତଳ କୋଠରୀଗୁଡ଼ିକର ପ୍ରବେଶ ପଥ ଦକ୍ଷିଣ ଦିଗରେ ଥିଲା। ପୁଣି ଲୋକମାନେ ଘୂର୍ଣିତ ସୋପାନ ଦେଇ ମଧ୍ୟମ ଚଟାଣର କୋଠରୀଗୁଡ଼ିକୁ ଓ ତୃତୀୟ ଚଟାଣର କୋଠରୀଗୁଡ଼ିକୁ ଯାଉଥିଲେ।

Gade chapit la Kopi




1 ରାଜାବଳୀ 6:8
6 Referans Kwoze  

ସେହି ଗୃହ ନିର୍ମିତ ହେବା ସମୟରେ ତାହା ପଥରଖଣିରେ ପ୍ରସ୍ତୁତ ପଥରରେ ଗଢ଼ାଯାଇଥିଲା; ଏଣୁ ସେ ଗୃହ ନିର୍ମିତ ହେବା ସମୟଯାକ ତହିଁ ମଧ୍ୟରେ ହାତୁଡ଼ି କି କଟାଳି, କୌଣସି ଲୌହାସ୍ତ୍ରର ଶବ୍ଦ ଶୁଣା ନ ଗଲା।


ଏହିରୂପେ ସେ ଗୃହ ନିର୍ମାଣ କାର୍ଯ୍ୟ ସମାପ୍ତ କଲେ, ଏରସ କାଷ୍ଠର କଡ଼ି ଓ ପଟାରେ ଗୃହ ଆଚ୍ଛାଦନ କଲେ।


ତହିଁରେ ହିଜକୀୟ ସଦାପ୍ରଭୁଙ୍କ ଗୃହରେ କେତେକ କୋଠରି ପ୍ରସ୍ତୁତ କରିବାକୁ ଆଜ୍ଞା କଲେ; ତହୁଁ ସେମାନେ ତାହା ପ୍ରସ୍ତୁତ କଲେ।


“ତୁମ୍ଭେ ରେଖବୀୟ ବଂଶ ନିକଟକୁ ଯାଇ ସେମାନଙ୍କ ସଙ୍ଗେ ଆଳାପ କର ଓ ସଦାପ୍ରଭୁଙ୍କ ଗୃହର ଏକ କୋଠରିକୁ ଆଣି ସେମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦିଅ।”


କାରଣ ତାହା ତିନି ମହଲା ଥିଲା, ଆଉ ବାହାର ପ୍ରାଙ୍ଗଣର ସ୍ତମ୍ଭ ପରି ସେହି ସବୁରେ ସ୍ତମ୍ଭ ନ ଥିଲା; ଏଥିପାଇଁ ଭୂମିଠାରୁ ଉଚ୍ଚତମ କୋଠରିସବୁ ଅଧଃସ୍ଥିତ ଓ ମଧ୍ୟସ୍ଥିତ ଅପେକ୍ଷା ଅପ୍ରଶସ୍ତ ଥିଲା।


Swiv nou:

Piblisite


Piblisite