Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 7:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଶଲୋମନ ତେର ବର୍ଷ ଆପଣା ଗୃହ ନିର୍ମାଣ କରିବାରେ ଲାଗି ଆପଣାର ସମୁଦାୟ ଗୃହ ସମାପ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଶଲୋମନ ତେର ବର୍ଷ ଆପଣା ଗୃହ ନିର୍ମାଣ କରିବାରେ ଲାଗି ଆପଣାର ସମୁଦାୟ ଗୃହ ସମାପ୍ତ କଲେ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଶଲୋମନ ତେର ବର୍ଷ ଆପଣା ଗୃହ ନିର୍ମାଣ କରିବାରେ ଲାଗି ଆପଣାର ସମୁଦାୟ ଗୃହ ସମାପ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ

1 ଅନନ୍ତର ରାଜା ଶଲୋମନ ତାଙ୍କ ନିଜ ପାଇଁ ଏକ ପ୍ରାସାଦ ନିର୍ମାଣ କଲେ ଯାହାକି ସମାପ୍ତ କରିବାକୁ ତାଙ୍କୁ ତେର ବର୍ଷ ଲାଗିଥିଲା।

Gade chapit la Kopi




1 ରାଜାବଳୀ 7:1
7 Referans Kwoze  

ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ, ଏହି ଦୁଇ ଗୃହ ନିର୍ମାଣ କରିବା ପାଇଁ ଶଲୋମନଙ୍କୁ କୋଡ଼ିଏ ବର୍ଷ ଲାଗିଲା;


ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ଆପଣା ଗୃହ କୋଡ଼ିଏ ବର୍ଷ ମଧ୍ୟରେ ନିର୍ମାଣ କଲେ।


କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।


ଏଥିଉତ୍ତାରେ ଶଲୋମନ ମିସରର ରାଜା ଫାରୋ ସହିତ ଆତ୍ମୀୟତା କରି ଫାରୋର କନ୍ୟାକୁ ବିବାହ କଲେ ଓ ଆପଣା ଗୃହ ଓ ସଦାପ୍ରଭୁଙ୍କ ଗୃହ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀରର ନିର୍ମାଣ ସମାପ୍ତ ହେବା ପର୍ଯ୍ୟନ୍ତ ତାହାକୁ ଆଣି ଦାଉଦ-ନଗରରେ ରଖିଲେ।


ପୁଣି, ଏକାଦଶ ବର୍ଷର ବୂଲ ନାମକ ଅଷ୍ଟମ ମାସରେ ନିରୂପିତ ଆକୃତି ଅନୁସାରେ ସମୁଦାୟ ଅଂଶରେ ଗୃହର ନିର୍ମାଣ କାର୍ଯ୍ୟ ସମାପ୍ତ ହେଲା। ଏରୂପେ ତାହା ନିର୍ମାଣ କରିବାରେ ତାଙ୍କୁ ସାତ ବର୍ଷ ଲାଗିଲା।


ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଓ ଆପଣାର ଇଚ୍ଛାମତ ଯେଉଁ ସମସ୍ତ କର୍ମ କରିବାକୁ ସନ୍ତୁଷ୍ଟ ହେଲେ, ସେସବୁର ନିର୍ମାଣ ସମାପ୍ତ କରନ୍ତେ,


Swiv nou:

Piblisite


Piblisite