Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 7:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ଉପରେ ପରିମାଣାନୁସାରେ ବହୁମୂଲ୍ୟ ଓ ଖୋଦିତ ପ୍ରସ୍ତର ଓ ଏରସ କାଷ୍ଠ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ଉପରେ ପରିମାଣାନୁସାରେ ବହୁମୂଲ୍ୟ ଓ ଖୋଦିତ ପ୍ରସ୍ତର ଓ ଏରସ କାଷ୍ଠ ଥିଲା।

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ଉପରେ ପରିମାଣାନୁସାରେ ବହୁମୂଲ୍ୟ ଓ ଖୋଦିତ ପ୍ରସ୍ତର ଓ ଏରସ କାଷ୍ଠ ଥିଲା।

Gade chapit la Kopi

ପବିତ୍ର ବାଇବଲ

11 ସେହି ପ୍ରସ୍ତରର ଅଗ୍ରଭାଗରେ ବହୁମୂଲ୍ୟ ଖୋଦିତ ପ୍ରସ୍ତର ଓ ଏରସ କାଠର କଡ଼ି ଥିଲା।

Gade chapit la Kopi




1 ରାଜାବଳୀ 7:11
4 Referans Kwoze  

ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।


ଆଉ ଦଶ ହାତ ଓ ଆଠ ହାତର ବଡ଼ ବଡ଼ ଓ ବହୁମୂଲ୍ୟ ପ୍ରସ୍ତରରେ ଭିତ୍ତିମୂଳ ହେଲା।


ଆଉ ଯେପରି ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ଓ ଗୃହ-ବାରଣ୍ଡାରେ, ସେପରି ବୃହତ ପ୍ରାଙ୍ଗଣର ଚତୁର୍ଦ୍ଦିଗରେ ତିନି ଧାଡ଼ି ଖୋଦିତ ପ୍ରସ୍ତର ଓ ଏକ ଧାଡ଼ି ଏରସ-କଡ଼ି ଥିଲା।


Swiv nou:

Piblisite


Piblisite