Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 7:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ ଯେପରି ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ଓ ଗୃହ-ବାରଣ୍ଡାରେ, ସେପରି ବୃହତ ପ୍ରାଙ୍ଗଣର ଚତୁର୍ଦ୍ଦିଗରେ ତିନି ଧାଡ଼ି ଖୋଦିତ ପ୍ରସ୍ତର ଓ ଏକ ଧାଡ଼ି ଏରସ-କଡ଼ି ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ ଯେପରି ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ଓ ଗୃହ-ବରଣ୍ତାରେ, ସେପରି ବୃହତ ପ୍ରାଙ୍ଗଣର ଚତୁର୍ଦ୍ଦିଗରେ ତିନି ଧାଡ଼ି ଖୋଦିତ ପ୍ରସ୍ତର ଓ ଏକ ଧାଡ଼ି ଏରସ-କଡ଼ି ଥିଲା।

Gade chapit la Kopi

ଓଡିଆ ବାଇବେଲ

12 ଆଉ ଯେପରି ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ଓ ଗୃହ-ବାରଣ୍ଡାରେ, ସେପରି ବୃହତ ପ୍ରାଙ୍ଗଣର ଚତୁର୍ଦ୍ଦିଗରେ ତିନି ଧାଡ଼ି ଖୋଦିତ ପ୍ରସ୍ତର ଓ ଏକ ଧାଡ଼ି ଏରସ-କଡ଼ି ଥିଲା।

Gade chapit la Kopi

ପବିତ୍ର ବାଇବଲ

12 ପ୍ରାସାଦ ଅଗଣାର, ମନ୍ଦିର ଅଗଣାର ଓ ନାଟ ମନ୍ଦିର ଚତୁର୍ପାର୍ଶ୍ୱରେ କାନ୍ଥ ଥିଲା। ସେହି କାନ୍ଥଗୁଡ଼ିକ ତିନିଧାଡ଼ି ପ୍ରସ୍ତର ଓ ଏକଧାଡ଼ି ଏରସ କଡ଼ି କାଠରେ ନିର୍ମିତ ହୋଇଥିଲା।

Gade chapit la Kopi




1 ରାଜାବଳୀ 7:12
9 Referans Kwoze  

ପୁଣି, ସେ ତିନି ଧାଡ଼ି ଖୋଦିତ ପ୍ରସ୍ତରରେ ଓ ଏକ ଧାଡ଼ି ଏରସ କାଷ୍ଠର କଡ଼ିରେ ଭିତର ପ୍ରାଙ୍ଗଣ ନିର୍ମାଣ କଲେ।


ପ୍ରେରିତମାନଙ୍କ ହସ୍ତ ଦ୍ୱାରା ଲୋକମାନଙ୍କ ମଧ୍ୟରେ ଅନେକ ଅନେକ ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧିତ ହେବାକୁ ଲାଗିଲା, ଆଉ ସମସ୍ତ ମଣ୍ଡଳୀ ଏକଚିତ୍ତରେ ଶଲୋମନଙ୍କ ମଣ୍ଡପରେ ଉପସ୍ଥିତ ହେଉଥିଲେ,


ସେ ପିତର ଓ ଯୋହନଙ୍କୁ ଧରି ରହିଥିବା ସମୟରେ ଲୋକ ସମସ୍ତେ ଅତିଶୟ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ଡପରେ ସେମାନଙ୍କ ନିକଟକୁ ଏକତ୍ର ଦୌଡ଼ିଆସିଲେ।


ଆଉ ଯୀଶୁ ମନ୍ଦିରରେ ଶଲୋମନଙ୍କ ମଣ୍ଡପରେ ବୁଲୁଥିଲେ।


ଆହୁରି ସେ ସ୍ତମ୍ଭଶ୍ରେଣୀର ବାରଣ୍ଡା କଲେ; ତହିଁର ଦୀର୍ଘତା ପଚାଶ ହାତ, ପ୍ରସ୍ଥ ତିରିଶ ହାତ; ତହିଁ ସମ୍ମୁଖରେ ଆଉ ଏକ ବାରଣ୍ଡା କଲେ ଓ ତହିଁ ସମ୍ମୁଖରେ ସ୍ତମ୍ଭ ଓ ମୋଟ କଡ଼ିମାନ ଦେଲେ।


ପୁଣି, ଉପରେ ପରିମାଣାନୁସାରେ ବହୁମୂଲ୍ୟ ଓ ଖୋଦିତ ପ୍ରସ୍ତର ଓ ଏରସ କାଷ୍ଠ ଥିଲା।


ଆହୁରି ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ବାହିନୀ ସକଳ ନିମନ୍ତେ ଯଜ୍ଞବେଦିମାନ ନିର୍ମାଣ କଲେ।


ଆଉ ଗୃହର ପବିତ୍ର ସ୍ଥାନ ସମ୍ମୁଖସ୍ଥ ବାରଣ୍ଡା, ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଦୀର୍ଘ ଓ ଗୃହର ସମ୍ମୁଖରେ ତହିଁର ପ୍ରସ୍ଥ ଦଶ ହାତ ଥିଲା।


ଆହୁରି ସେ ଯାଜକମାନଙ୍କର ପ୍ରାଙ୍ଗଣ ଓ ବୃହତ ପ୍ରାଙ୍ଗଣ ଓ ପ୍ରାଙ୍ଗଣ-ଦ୍ୱାର ନିର୍ମାଣ କଲେ, ଆଉ ତହିଁର କବାଟସବୁ ପିତ୍ତଳରେ ମଡ଼ାଇଲେ।


Swiv nou:

Piblisite


Piblisite