Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 7:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ସେ ଦୁଇ ସ୍ତମ୍ଭର ମଥାନରେ ଦେବା ପାଇଁ ଢଳା ପିତ୍ତଳର ଦୁଇ ମୁଣ୍ଡାଳି କଲା; ଏକ ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଓ ଅନ୍ୟ ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି ସେ ଦୁଇ ସ୍ତମ୍ଭର ମଥାନରେ ଦେବା ପାଇଁ ଢଳା ପିତ୍ତଳର ଦୁଇ ମୁଣ୍ତାଳି କଲା; ଏକ ମୁଣ୍ତାଳିର ଉଚ୍ଚତା ପାଞ୍ଚ ହାତ ଓ ଅନ୍ୟ ମୁଣ୍ତାଳିର ଉଚ୍ଚତା ପାଞ୍ଚ ହାତ ଥିଲା।

Gade chapit la Kopi

ଓଡିଆ ବାଇବେଲ

16 ପୁଣି, ସେ ଦୁଇ ସ୍ତମ୍ଭର ମଥାନରେ ଦେବା ପାଇଁ ଢଳା ପିତ୍ତଳର ଦୁଇ ମୁଣ୍ଡାଳି କଲା; ଏକ ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଓ ଅନ୍ୟ ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଥିଲା।

Gade chapit la Kopi

ପବିତ୍ର ବାଇବଲ

16 ପୁଣି ସେ ଦୁଇ ସ୍ତମ୍ଭର ମଥାନରେ ଦେବା ପାଇଁ ଢଳା ପିତ୍ତଳର ଦୁଇ ମୁଣ୍ତାଳି କଲା ଓ ପ୍ରତ୍ୟେକ ମୁଣ୍ତାଳିର ଉଚ୍ଚତା ପାଞ୍ଚ ହାତ ଥିଲା।

Gade chapit la Kopi




1 ରାଜାବଳୀ 7:16
8 Referans Kwoze  

ପୁଣି, ସେହି ଏକ ସହସ୍ର ସାତ ଶହ ପଞ୍ଚସ୍ତରି ଶେକଲ ରୂପାରେ ସେ ସ୍ତମ୍ଭ ନିମନ୍ତେ ଆଙ୍କୁଡ଼ା ନିର୍ମାଣ କଲେ ଓ ତହିଁର ମୁଣ୍ଡାଳି ମଣ୍ଡିତ ଓ ବନ୍ଧନୀରେ ସଂଯୁକ୍ତ କଲେ।


ପୁଣି, ତହିଁର ପିତ୍ତଳର ଚାରି ସ୍ତମ୍ଭ, ଚାରି ଚୁଙ୍ଗୀ, ରୂପାର ଆଙ୍କୁଡ଼ା ଓ ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ ଓ ବନ୍ଧନୀ ରୂପାର ଥିଲା।


ପୁଣି, ସ୍ତମ୍ଭର ଚୁଙ୍ଗୀସବୁ ପିତ୍ତଳର ଥିଲା; ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର; ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ; ପୁଣି, ରୂପା-ବନ୍ଧନୀରେ ପ୍ରାଙ୍ଗଣର ସକଳ ସ୍ତମ୍ଭ ସଂଯୁକ୍ତ ଥିଲା।


ତହିଁର ପାଞ୍ଚ ସ୍ତମ୍ଭ ଓ ସେସବୁର ଆଙ୍କୁଡ଼ା କଲେ; ପୁଣି, ସେହିସବୁର ମୁଣ୍ଡାଳି ଓ ବନ୍ଧନୀ ସୁବର୍ଣ୍ଣରେ ମଡ଼ାଇଲେ, ମାତ୍ର ସେମାନଙ୍କର ପାଞ୍ଚ ଚୁଙ୍ଗୀ ପିତ୍ତଳର ଥିଲା।


ଆଉ ସେ ଅଠର ହାତ ଉଚ୍ଚ ଓ ବାର ହାତ ପରିଧିରେ ଦୁଇ ପିତ୍ତଳ ସ୍ତମ୍ଭ ନିର୍ମାଣ କଲା।


ସ୍ତମ୍ଭ-ମଥାନର ସେହି ମୁଣ୍ଡାଳି ନିମନ୍ତେ ଜାଲିକାର୍ଯ୍ୟର ଜାଲି ଓ ଜଞ୍ଜିର କାର୍ଯ୍ୟର ମାଳା ଥିଲା, ଏକ ମୁଣ୍ଡାଳି ପାଇଁ ସାତ ଓ ଅନ୍ୟ ମୁଣ୍ଡାଳି ପାଇଁ ସାତ।


ଆଉ, ତହିଁର ଉପରେ ପିତ୍ତଳର ମୁଣ୍ଡାଳି ଥିଲା, ସେହି ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଓ ମୁଣ୍ଡାଳିର ଉପରେ ଚତୁର୍ଦ୍ଦିଗରେ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା, ସେସବୁ ପିତ୍ତଳମୟ ଥିଲା; ଆଉ, ଦ୍ୱିତୀୟ ସ୍ତମ୍ଭର ମଧ୍ୟ ଏହି ପ୍ରକାର ଆକାର ଓ ଡାଳିମ୍ବ ଥିଲା।


Swiv nou:

Piblisite


Piblisite