Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 7:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଓ ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ମୁଣ୍ତାଳିର ଦୁଇ ଗୋଲାକାର ଓ ସ୍ତମ୍ଭ ଉପରିସ୍ଥ ମୁଣ୍ତାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ;

Gade chapit la Kopi

ଓଡିଆ ବାଇବେଲ

41 ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଓ ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ;

Gade chapit la Kopi




1 ରାଜାବଳୀ 7:41
4 Referans Kwoze  

ଅର୍ଥାତ୍‍, ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ଗୋଲାକାର ଓ ଦୁଇ ମୁଣ୍ଡାଳି ଓ ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ


ପୁଣି, ହୂରମ୍‍ ଏହିସବୁ ପ୍ରକ୍ଷାଳନ-ପାତ୍ର ଓ କରଚୁଲି ଓ କୁଣ୍ଡ ନିର୍ମାଣ କଲା। ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ହୂରମ୍‍ ଯେ ଯେ କର୍ମରେ ପ୍ରବୃତ୍ତ ହୋଇଥିଲା, ସେସକଳ ସମାପ୍ତ କଲା;


ଆଉ, ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ବ; ଅର୍ଥାତ୍‍, ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ବ;


Swiv nou:

Piblisite


Piblisite