Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 7:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ସେ ବିଚାରାର୍ଥେ ସିଂହାସନର ବାରଣ୍ଡା, ଅର୍ଥାତ୍‍, ବିଚାର-ବାରଣ୍ଡା କଲେ; ଆଉ ଚଟାଣକୁ ଚଟାଣ ଏରସ କାଷ୍ଠରେ ଆଚ୍ଛାଦିତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି ସେ ବିଚାରାର୍ଥେ ସିଂହାସନର ବରଣ୍ତା, ଅର୍ଥାତ୍, ବିଚାର-ବରଣ୍ତା କଲେ; ଆଉ ଚଟାଣକୁ ଚଟାଣ ଏରସ କାଷ୍ଠରେ ଆଚ୍ଛାଦିତ କଲେ।

Gade chapit la Kopi

ଓଡିଆ ବାଇବେଲ

7 ପୁଣି, ସେ ବିଚାରାର୍ଥେ ସିଂହାସନର ବାରଣ୍ଡା, ଅର୍ଥାତ୍‍, ବିଚାର-ବାରଣ୍ଡା କଲେ; ଆଉ ଚଟାଣକୁ ଚଟାଣ ଏରସ କାଷ୍ଠରେ ଆଚ୍ଛାଦିତ କଲେ।

Gade chapit la Kopi

ପବିତ୍ର ବାଇବଲ

7 ସେ ମଧ୍ୟ ବିଗ୍ଭର ପାଇଁ ଏକ ସିଂହାସନ ନିର୍ମାଣ କଲେ ଓ ଏହାକୁ “ନିୟମର ପ୍ରଶସ୍ତ ଗୃହ” କହିଲେ। ସେହି କୋଠରୀ ଚଟାଣଠାରୁ ଛାତ ପର୍ଯ୍ୟନ୍ତ ଏରସ କାଠର ପଟାରେ ଆଚ୍ଛାଦିତ ଥିଲା।

Gade chapit la Kopi




1 ରାଜାବଳୀ 7:7
8 Referans Kwoze  

ଯେଉଁ ରାଜା ବିଚାରାସନରେ ବସେ, ସେ ନିଜ ଚକ୍ଷୁ ଦ୍ୱାରା ମନ୍ଦ ବିଷୟସବୁ ଉଡ଼ାଇ ଦିଏ।


କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ-ବଂଶର ସିଂହାସନସବୁ ସ୍ଥାପିତ ଅଛି।


ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।


ଆଉ ସମଗ୍ର ଇସ୍ରାଏଲ ରାଜାଙ୍କର ଏହି ବିଚାରର ନିଷ୍ପତ୍ତି ବିଷୟ ଶୁଣି ରାଜାଙ୍କୁ ଭୟ କଲେ; କାରଣ, ସେମାନେ ଦେଖିଲେ ଯେ, ବିଚାର କରିବା ନିମନ୍ତେ ତାଙ୍କର ଅନ୍ତରରେ ପରମେଶ୍ୱର ଦତ୍ତ ଜ୍ଞାନ ଅଛି।


ଆଉ ଗୃହର ପବିତ୍ର ସ୍ଥାନ ସମ୍ମୁଖସ୍ଥ ବାରଣ୍ଡା, ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଦୀର୍ଘ ଓ ଗୃହର ସମ୍ମୁଖରେ ତହିଁର ପ୍ରସ୍ଥ ଦଶ ହାତ ଥିଲା।


ଏହେତୁ ଯେପରି ଆମ୍ଭେ ଭଲ ଓ ମନ୍ଦର ପ୍ରଭେଦ ଜାଣି ପାରିବୁ, ଏଥିପାଇଁ ତୁମ୍ଭ ଲୋକମାନଙ୍କର ବିଚାର କରିବା ନିମନ୍ତେ ତୁମ୍ଭର ଏହି ଦାସକୁ ଜ୍ଞାନୀ ମନ ଦିଅ; କାରଣ, ତୁମ୍ଭର ଏହି ମହାଗୋଷ୍ଠୀର ବିଚାର କରିବାକୁ କିଏ ସମର୍ଥ?”


Swiv nou:

Piblisite


Piblisite