Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 8:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ଏଥାନୀମ ନାମକ ସପ୍ତମ ମାସରେ ପର୍ବ ସମୟରେ ସମସ୍ତ ଇସ୍ରାଏଲ ଲୋକ ଶଲୋମନ ରାଜାଙ୍କ ନିକଟରେ ଏକତ୍ର ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ଏଥାନୀମ ନାମକ ସପ୍ତମ ମାସରେ ପର୍ବ ସମୟରେ ସମସ୍ତ ଇସ୍ରାଏଲ-ଲୋକ ଶଲୋମନ ରାଜାଙ୍କ ନିକଟରେ ଏକତ୍ର ହେଲେ।

Gade chapit la Kopi

ଓଡିଆ ବାଇବେଲ

2 ତହିଁରେ ଏଥାନୀମ ନାମକ ସପ୍ତମ ମାସରେ ପର୍ବ ସମୟରେ ସମସ୍ତ ଇସ୍ରାଏଲ ଲୋକ ଶଲୋମନ ରାଜାଙ୍କ ନିକଟରେ ଏକତ୍ର ହେଲେ।

Gade chapit la Kopi

ପବିତ୍ର ବାଇବଲ

2 ଇସ୍ରାଏଲର ସମସ୍ତ ପୁତ୍ରଗଣ ବର୍ଷର ସପ୍ତମ ମାସରେ ଏଥାନୀମ ନାମକ ଏକ ବିଶେଷ ପର୍ବ ଦିନରେ ଶଲୋମନ ରାଜାଙ୍କ ନିକଟରେ ଏକତ୍ରିତ ହେଲେ।

Gade chapit la Kopi




1 ରାଜାବଳୀ 8:2
12 Referans Kwoze  

“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଏହି ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ହେବ।


ଶେଷଦିନ, ଅର୍ଥାତ୍‍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, “କେହି ଯଦି ତୃଷିତ ହୁଏ, ତେବେ ସେ ମୋʼ ନିକଟକୁ ଆସି ପାନ କରୁ।


କିନ୍ତୁ ଯିହୁଦୀମାନଙ୍କର କୁଟୀରବାସ ପର୍ବ ସନ୍ନିକଟ ହୁଅନ୍ତେ,


ଏଥିଉତ୍ତାରେ ସେମାନେ ଲିଖନାନୁସାରେ ପତ୍ରକୁଟୀର ପର୍ବ ପାଳନ କଲେ ଓ ପ୍ରତିଦିନର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବିଧିମତେ ସଂଖ୍ୟାନୁସାରେ ପ୍ରାତ୍ୟହିକ ହୋମବଳି ଉତ୍ସର୍ଗ କଲେ;


ତହିଁରେ ସପ୍ତମ ମାସର ପର୍ବ ସମୟରେ ସମସ୍ତ ଇସ୍ରାଏଲ ଲୋକ ରାଜାଙ୍କ ନିକଟରେ ଏକତ୍ର ହେଲେ।


ସେସମୟରେ ଶଲୋମନ ଓ ତାଙ୍କ ସଙ୍ଗେ ହମାତ୍‍ର ପ୍ରବେଶ ସ୍ଥାନଠାରୁ ମିସରର ନଦୀ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲର ମହାସମାଜ ସାତ ଦିନ ଆଉ ସାତ ଦିନ, ଏପରି ଚଉଦ ଦିନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ସବ କଲେ।


ତୁମ୍ଭେ ଆପଣା ଶସ୍ୟମର୍ଦ୍ଦନ ସ୍ଥାନରୁ ଓ ଆପଣା ଦ୍ରାକ୍ଷାଯନ୍ତ୍ରରୁ ସଂଗ୍ରହ କଲା ଉତ୍ତାରେ ସାତ ଦିନ ପତ୍ରକୁଟୀର ପର୍ବ ପାଳନ କରିବ;


ପୁଣି, ଯାରବୀୟାମ ଅଷ୍ଟମ ମାସରେ, ମାସର ପଞ୍ଚଦଶ ଦିନରେ ଯିହୁଦାର ପର୍ବ ତୁଲ୍ୟ ଏକ ପର୍ବ ନିରୂପଣ କଲେ ଓ ଯଜ୍ଞବେଦିକୁ ଗଲେ; ଏହିରୂପେ ସେ ସ୍ୱନିର୍ମିତ ଗୋବତ୍ସ ଉଦ୍ଦେଶ୍ୟରେ ବେଥେଲ୍‍ରେ ବଳିଦାନ କଲେ; ପୁଣି, ସେ ଆପଣାର କୃତ ଉଚ୍ଚସ୍ଥଳୀର ଯାଜକମାନଙ୍କୁ ବେଥେଲ୍‍ରେ ସ୍ଥାପନ କଲେ।


Swiv nou:

Piblisite


Piblisite