1 ରାଜାବଳୀ 8:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସମାଗମ-ତମ୍ବୁ ଓ ତମ୍ବୁରେ ଥିବା ସମସ୍ତ ପବିତ୍ର ପାତ୍ର ଆଣିଲେ; ଯାଜକ ଓ ଲେବୀୟମାନେ ଏହିସବୁ ଆଣିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଆଉ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସମାଗମ-ତମ୍ଵୁ ଓ ତମ୍ଵୁରେ ଥିବା ସମସ୍ତ ପବିତ୍ର ପାତ୍ର ଆଣିଲେ; ଯାଜକ ଓ ଲେବୀୟମାନେ ଏହିସବୁ ଆଣିଲେ। Gade chapit laଓଡିଆ ବାଇବେଲ4 ଆଉ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସମାଗମ-ତମ୍ବୁ ଓ ତମ୍ବୁରେ ଥିବା ସମସ୍ତ ପବିତ୍ର ପାତ୍ର ଆଣିଲେ; ଯାଜକ ଓ ଲେବୀୟମାନେ ଏହିସବୁ ଆଣିଲେ। Gade chapit laପବିତ୍ର ବାଇବଲ4 ସେମାନେ ସଦାପ୍ରଭୁଙ୍କ ଯୁକ୍ତି ପବିତ୍ର ସିନ୍ଦୁକ ସହିତ ସମାଗମ-ତମ୍ବୁ ଏବଂ ସମସ୍ତ ପବିତ୍ର ପାତ୍ରଗୁଡ଼ିକ ଏବଂ ତାଟିଆଗୁଡ଼ିକ ସମାଗମ-ତମ୍ବୁ ଭିତରକୁ ବହନ କରି ନେଲେ। ଏହିସବୁ ବହିଆଣିବାରେ ଯାଜକମାନଙ୍କୁ ଲେବୀୟମାନେ ସାହାଯ୍ୟ କଲେ। Gade chapit la |