Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 8:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହୁଁ ରାଜା ଶଲୋମନ ଓ ତାଙ୍କ ସହିତ ତାଙ୍କ ନିକଟରେ ଏକତ୍ରିତ ସମଗ୍ର ଇସ୍ରାଏଲ-ମଣ୍ଡଳୀ ସିନ୍ଦୁକ ସମ୍ମୁଖରେ ମେଷ ଓ ଗୋରୁ ବଳିଦାନ କଲେ, ତାହା ବାହୁଲ୍ୟ ହେତୁ ଅସଂଖ୍ୟ ଓ ଅପରିମେୟ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତହୁଁ ରାଜା ଶଲୋମନ ଓ ତାଙ୍କ ସହିତ ତାଙ୍କ ନିକଟରେ ଏକତ୍ରିତ ସମଗ୍ର ଇସ୍ରାଏଲ ମଣ୍ତଳୀ ସିନ୍ଦୁକ ସମ୍ମୁଖରେ ମେଷ ଓ ଗୋରୁ ବଳିଦାନ କଲେ, ତାହା ବାହୁଲ୍ୟ ହେତୁ ଅସଂଖ୍ୟ ଓ ଅପରିମେୟ ଥିଲା।

Gade chapit la Kopi

ଓଡିଆ ବାଇବେଲ

5 ତହୁଁ ରାଜା ଶଲୋମନ ଓ ତାଙ୍କ ସହିତ ତାଙ୍କ ନିକଟରେ ଏକତ୍ରିତ ସମଗ୍ର ଇସ୍ରାଏଲ ମଣ୍ଡଳୀ ସିନ୍ଦୁକ ସମ୍ମୁଖରେ ମେଷ ଓ ଗୋରୁ ବଳିଦାନ କଲେ, ତାହା ବାହୁଲ୍ୟ ହେତୁ ଅସଂଖ୍ୟ ଓ ଅପରିମେୟ ଥିଲା।

Gade chapit la Kopi

ପବିତ୍ର ବାଇବଲ

5 ରାଜା ଶଲୋମନ ଓ ଇସ୍ରାଏଲର ସମସ୍ତ ଲୋକେ ନିୟମ-ସିନ୍ଦୁକ ସମ୍ମୁଖରେ ଏକତ୍ରିତ ହେଲେ ଓ ଅନେକ ଗାଈ ଓ ମେଷ, ବଳିଦାନ କଲେ। ସେମାନଙ୍କର ସଂଖ୍ୟା ଅଗଣନ ଥିଲା।

Gade chapit la Kopi




1 ରାଜାବଳୀ 8:5
6 Referans Kwoze  

ଆଉ, ସଦାପ୍ରଭୁଙ୍କ ସିନ୍ଦୁକ-ବାହକମାନେ ଛଅ ପାଦ ଗଲା ଉତ୍ତାରେ ସେ ଏକ ଗୋରୁ ଓ ଏକ ପୁଷ୍ଟ ପଶୁ ବଳିଦାନ କଲେ।


ଏଥିଉତ୍ତାରେ ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଭିତରକୁ ଆଣି, ଦାଉଦ ତହିଁ ନିମନ୍ତେ ଯେଉଁ ତମ୍ବୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ଆଉ ସେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।


ପୁଣି, ଯାରବୀୟାମ ଅଷ୍ଟମ ମାସରେ, ମାସର ପଞ୍ଚଦଶ ଦିନରେ ଯିହୁଦାର ପର୍ବ ତୁଲ୍ୟ ଏକ ପର୍ବ ନିରୂପଣ କଲେ ଓ ଯଜ୍ଞବେଦିକୁ ଗଲେ; ଏହିରୂପେ ସେ ସ୍ୱନିର୍ମିତ ଗୋବତ୍ସ ଉଦ୍ଦେଶ୍ୟରେ ବେଥେଲ୍‍ରେ ବଳିଦାନ କଲେ; ପୁଣି, ସେ ଆପଣାର କୃତ ଉଚ୍ଚସ୍ଥଳୀର ଯାଜକମାନଙ୍କୁ ବେଥେଲ୍‍ରେ ସ୍ଥାପନ କଲେ।


ପୁଣି, ଶଲୋମନ ସେଠାକୁ, ସମାଗମ-ତମ୍ବୁ ନିକଟସ୍ଥ ସଦାପ୍ରଭୁଙ୍କ ସମ୍ମୁଖବର୍ତ୍ତୀ ପିତ୍ତଳମୟ ଯଜ୍ଞବେଦିକୁ ଯାଇ ତହିଁ ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ।


ପଶୁଗଣ କିପରି ଆର୍ତ୍ତସ୍ୱର କରନ୍ତି! ଚରା ନ ଥିବାରୁ ଗୋରୁପଲ ବ୍ୟାକୁଳ ହେଉଅଛନ୍ତି; ମେଷପଲ ଦଣ୍ଡ ପାଉଅଛନ୍ତି।


Swiv nou:

Piblisite


Piblisite