1 ରାଜାବଳୀ 8:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାରି ଆସିବା ବେଳେ ଓ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କଲା ବେଳେ ହୋରେବ ନିକଟରେ ମୋଶା ଯେଉଁ ଦୁଇ ପ୍ରସ୍ତର ଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତାହା ଛଡ଼ା ଆଉ କିଛି ତହିଁରେ ନ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)9 ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାରି ଆସିବା ବେଳେ ଓ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କଲା ବେଳେ ହୋରେବ୍ ନିକଟରେ ମୋଶା ଯେଉଁ ଦୁଇ ପ୍ରସ୍ତର-ଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତାହା ଛଡ଼ା ଆଉ କିଛି ତହିଁରେ ନ ଥିଲା। Gade chapit laଓଡିଆ ବାଇବେଲ9 ଇସ୍ରାଏଲ ସନ୍ତାନଗଣ ମିସର ଦେଶରୁ ବାହାରି ଆସିବା ବେଳେ ଓ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କଲା ବେଳେ ହୋରେବ ନିକଟରେ ମୋଶା ଯେଉଁ ଦୁଇ ପ୍ରସ୍ତର-ଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତାହା ଛଡ଼ା ଆଉ କିଛି ତହିଁରେ ନ ଥିଲା। Gade chapit laପବିତ୍ର ବାଇବଲ9 ସେହି ପବିତ୍ର ସିନ୍ଦୁକରେ କେବଳ ଦୁଇଟି ପ୍ରସ୍ତର ଫଳକ ଥିଲା। ହୋରେବ ନିକଟରେ ମୋଶା ଏହି ଫଳକ ଦୁଇଟିକୁ ରଖିଥିଲେ ଯେତେବେଳେ ଇସ୍ରାଏଲ ସନ୍ତାନଗଣ ମିଶର ଦେଶରୁ ବାହାରି ଆସିଥିଲେ। ସେତେବେଳେ ସଦାପ୍ରଭୁ ଏହି ହୋରେବରେ ଇସ୍ରାଏଲୀୟଙ୍କ ପାଇଁ ନିୟମ କରିଥିଲେ। Gade chapit la |