Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 9:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଉତ୍ତାରେ ହୂରମ୍‍ ଶଲୋମନଙ୍କର ଦତ୍ତ ନଗରମାନ ଦେଖିବାକୁ ସୋରରୁ ଆସିଲା, ମାତ୍ର ସେସବୁ ତାହାର ସନ୍ତୋଷଜନକ ହେଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏଉତ୍ତାରେ ହୀରମ୍ ଶଲୋମନଙ୍କର ଦତ୍ତ ନଗରମାନ ଦେଖିବାକୁ ସୋରରୁ ଆସିଲା, ମାତ୍ର ସେସବୁ ତାହାର ସନ୍ତୋଷଜନକ ହେଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

12 ଏଉତ୍ତାରେ ହୂରମ୍‍ ଶଲୋମନଙ୍କର ଦତ୍ତ ନଗରମାନ ଦେଖିବାକୁ ସୋରରୁ ଆସିଲା, ମାତ୍ର ସେସବୁ ତାହାର ସନ୍ତୋଷଜନକ ହେଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ

12 ହୀରମ୍ ଶଲୋମନଙ୍କ ଦତ୍ତ ନଗରଗୁଡ଼ିକୁ ଦେଖିବାକୁ ସୋରରୁ ଆସିଲେ, ମାତ୍ର ସେସବୁ ତାହାର ସନ୍ତୋଷଜନକ ହେଲା ନାହିଁ।

Gade chapit la Kopi




1 ରାଜାବଳୀ 9:12
4 Referans Kwoze  

ତେବେ ତାହାର ପିତା ଓ ମାତା ତାହାକୁ କହିଲେ, “ତୁମ୍ଭ ଭ୍ରାତୃଗଣର ଅବା ଆମ୍ଭ ସମୁଦାୟ ଲୋକଙ୍କର କନ୍ୟାଗଣ ମଧ୍ୟରେ କି ଜଣେ ସ୍ତ୍ରୀ ନାହିଁ, ଯେ ତୁମ୍ଭେ ଅସୁନ୍ନତ ପଲେଷ୍ଟୀୟମାନଙ୍କ ମଧ୍ୟରୁ ଭାର୍ଯ୍ୟା ଗ୍ରହଣ କରିବାକୁ ଯିବ?” ତହିଁରେ ଶାମ୍‍ଶୋନ୍‍ ଆପଣା ପିତାକୁ କହିଲା, “ତାହାକୁ ମୋʼ ପାଇଁ ଆଣ; ସେ ମୋʼ ଦୃଷ୍ଟିରେ ପସନ୍ଦ।”


ତହିଁରେ ବିଲୀୟମ୍‍ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ମୁଁ ପାପ କରିଅଛି; କାରଣ ତୁମ୍ଭେ ଯେ ମୋʼ ବିପକ୍ଷରେ ପଥରେ ଠିଆ ହୋଇଅଛ; ତାହା ମୁଁ ଜାଣିଲି ନାହିଁ; ଏଣୁ ଏବେ, ଯଦି ତାହା ତୁମ୍ଭ ଦୃଷ୍ଟିରେ ମନ୍ଦ ହୁଏ, ତେବେ ମୁଁ ଫେରିଯିବି।”


ତହିଁର ଶେଷରେ ଶଲୋମନ ରାଜା ସୋରର ରାଜା ହୂରମ୍‍କୁ; ଗାଲିଲୀ ଦେଶସ୍ଥ କୋଡ଼ିଏ ନଗର ଦେଲେ; ଏହି ହୂରମ୍‍ ଶଲୋମନଙ୍କର ସମସ୍ତ ବାଞ୍ଛାନୁସାରେ ତାଙ୍କୁ ଏରସ କାଷ୍ଠ ଓ ଦେବଦାରୁ କାଷ୍ଠ ଓ ସୁବର୍ଣ୍ଣ ଯୋଗାଇ ଦେଇଥିଲା।


ତହୁଁ ସେ କହିଲା, “ହେ ମୋହର ଭାଇ, ଏସବୁ କିପରି ନଗର ମୋତେ ଦେଇଅଛ?” ପୁଣି, ସେ ସେହିସବୁର ନାମ କାବୂଲ ଦେଶ ଦେଲା, ସେହି ନାମ ଆଜି ପର୍ଯ୍ୟନ୍ତ ଅଛି।


Swiv nou:

Piblisite


Piblisite