Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 9:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସଦାପ୍ରଭୁ ଯେପରି ଶଲୋମନଙ୍କୁ ଗିବୀୟୋନ୍‍ରେ ଦର୍ଶନ ଦେଇଥିଲେ, ସେପରି ଦ୍ୱିତୀୟ ଥର ତାଙ୍କୁ ଦର୍ଶନ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସଦାପ୍ରଭୁ ଯେପରି ଶଲୋମନଙ୍କୁ ଗିବୀୟୋନରେ ଦର୍ଶନ ଦେଇଥିଲେ, ସେପରି ଦ୍ଵିତୀୟ ଥର ତାଙ୍କୁ ଦର୍ଶନ ଦେଲେ।

Gade chapit la Kopi

ଓଡିଆ ବାଇବେଲ

2 ସଦାପ୍ରଭୁ ଯେପରି ଶଲୋମନଙ୍କୁ ଗିବୀୟୋନ୍‍ରେ ଦର୍ଶନ ଦେଇଥିଲେ, ସେପରି ଦ୍ୱିତୀୟ ଥର ତାଙ୍କୁ ଦର୍ଶନ ଦେଲେ।

Gade chapit la Kopi

ପବିତ୍ର ବାଇବଲ

2 ସଦାପ୍ରଭୁ ଯେପରି ଶଲୋମନଙ୍କୁ ଗିବିୟୋନରେ ଦର୍ଶନ ଦେଇଥିଲେ, ସେହିପରି ଦ୍ୱିତୀୟ ଥର ତାଙ୍କୁ ଦର୍ଶନ ଦେଲେ।

Gade chapit la Kopi




1 ରାଜାବଳୀ 9:2
4 Referans Kwoze  

ଗିବୀୟୋନ୍‍ରେ ସଦାପ୍ରଭୁ ରାତ୍ରିରେ ସ୍ୱପ୍ନ ଦ୍ୱାରା ଶଲୋମନଙ୍କୁ ଦର୍ଶନ ଦେଲେ; ଆଉ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ।”


ଏଥିଉତ୍ତାରେ ସଦାପ୍ରଭୁ ଶଲୋମନଙ୍କୁ ରାତ୍ରିରେ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ ଓ ଏହି ସ୍ଥାନକୁ ବଳିଦାନର ଗୃହ ରୂପେ ଆପଣା ପାଇଁ ମନୋନୀତ କଲୁ।


ଏହେତୁ ସଦାପ୍ରଭୁ ଶଲୋମନଙ୍କ ପ୍ରତି କ୍ରୁଦ୍ଧ ହେଲେ, କାରଣ ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରୁ ବିମୁଖ ହୋଇଥିଲା; ସଦାପ୍ରଭୁ ତାଙ୍କୁ ଦୁଇ ଥର ଦର୍ଶନ ଦେଇଥିଲେ


Swiv nou:

Piblisite


Piblisite