Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 9:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ‘ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ତୁମ୍ଭ ବଂଶରେ ଲୋକର ଅଭାବ ହେବ ନାହିଁ,’ ଏହି ଯେଉଁ ପ୍ରତିଜ୍ଞା ଆମ୍ଭେ ତୁମ୍ଭ ପିତା ଦାଉଦ ପ୍ରତି କରିଅଛୁ, ତଦନୁସାରେ ଆମ୍ଭେ ଇସ୍ରାଏଲ ଉପରେ ତୁମ୍ଭ ରାଜସିଂହାସନ ଅନନ୍ତକାଳ ସ୍ଥିର କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ, ଏହି ଯେ ପ୍ରତିଜ୍ଞା ଆମ୍ଭେ ତୁମ୍ଭ ପିତା ଦାଉଦ ପ୍ରତି କରିଅଛୁ, ତଦନୁସାରେ ଆମ୍ଭେ ଇସ୍ରାଏଲ ଉପରେ ତୁମ୍ଭ ରାଜସିଂହାସନ ଅନ; କାଳ ସ୍ଥିର କରିବା।

Gade chapit la Kopi

ଓଡିଆ ବାଇବେଲ

5 ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ତୁମ୍ଭ ବଂଶରେ ଲୋକର ଅଭାବ ହେବ ନାହିଁ, ଏହି ଯେଉଁ ପ୍ରତିଜ୍ଞା ଆମ୍ଭେ ତୁମ୍ଭ ପିତା ଦାଉଦ ପ୍ରତି କରିଅଛୁ, ତଦନୁସାରେ ଆମ୍ଭେ ଇସ୍ରାଏଲ ଉପରେ ତୁମ୍ଭ ରାଜସିଂହାସନ ଅନନ୍ତ କାଳ ସ୍ଥିର କରିବା।

Gade chapit la Kopi

ପବିତ୍ର ବାଇବଲ

5 ଯଦି ତୁମ୍ଭେ ଏହିସବୁ କର, ତୁମ୍ଭର ପିତା ଦାଉଦଙ୍କୁ ଆମ୍ଭେ ପ୍ରତିଜ୍ଞା କରିଥିଲୁ, ତୁମ୍ଭ ବଂଶର ଜଣେ ଲୋକ ଇସ୍ରାଏଲର ଶାସକ ହେବ। ତ‌ଦ୍‌ନୁସାରେ ଆମ୍ଭେ ଇସ୍ରାଏଲରେ ତୁମ୍ଭ ସିଂହାସନ ଚିରଦିନ ପାଇଁ ସ୍ଥାପନ କରିବା।

Gade chapit la Kopi




1 ରାଜାବଳୀ 9:5
9 Referans Kwoze  

ତହିଁରେ ସଦାପ୍ରଭୁ ମୋʼ ବିଷୟରେ ଯାହା କହିଅଛନ୍ତି, ଯଥା, ‘ଯଦି ତୁମ୍ଭ ସନ୍ତାନମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ଆମ୍ଭ ଛାମୁରେ ସତ୍ୟାଚରଣ କରିବାକୁ ଆପଣା ଆପଣା ପଥରେ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ବସିବାକୁ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ, ସେ ଆପଣାର ଏହି ବାକ୍ୟ ସଫଳ କରିବେ।’


“ତୁମ୍ଭେ ତ ଏହି ଗୃହ ନିର୍ମାଣ କରୁଅଛ, ଯଦି ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ଚାଲିବ ଓ ଆମ୍ଭର ସକଳ ଶାସନ ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସାରେ ଚାଲିବ; ତେବେ ଆମ୍ଭେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ଆମ୍ଭେ ଆପଣାର ସେହି ବାକ୍ୟ ତୁମ୍ଭ ପ୍ରତି ସଫଳ କରିବା।


ପୁଣି ତୁମ୍ଭ ବଂଶ ଓ ତୁମ୍ଭ ରାଜତ୍ୱ ତୁମ୍ଭ ସମ୍ମୁଖରେ ଅନନ୍ତକାଳ ସ୍ଥିରୀକୃତ ହେବ; ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ ହେବ।’”


ତୁମ୍ଭର ଦିନ ପୂର୍ଣ୍ଣ ହେଲେ ଓ ତୁମ୍ଭେ ଆପଣା ପିତୃଲୋକମାନଙ୍କ ସଙ୍ଗରେ ଶୟନ କଲେ, ଆମ୍ଭେ ତୁମ୍ଭ ଔରସଜାତ ବଂଶକୁ ତୁମ୍ଭ ଉତ୍ତାରେ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା।


ସଦାପ୍ରଭୁ ଆପଣାର ଉକ୍ତ ଏହି କଥା ସଫଳ କରିଅଛନ୍ତି; କାରଣ, ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କର ପଦରେ ଉତ୍ପନ୍ନ ଓ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ସେହି ଗୃହ ନିର୍ମାଣ କଲି।


ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ଯେ ଆପଣା ମୁଖରେ ଆମ୍ଭ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା,


Swiv nou:

Piblisite


Piblisite