1 ରାଜାବଳୀ 9:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତେବେ ଆମ୍ଭେ ଇସ୍ରାଏଲକୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନଙ୍କୁ ଉଚ୍ଛିନ୍ନ କରିବା; ପୁଣି, ଆପଣା ନାମ ନିମନ୍ତେ ଏହି ଯେଉଁ ଗୃହ ପବିତ୍ର କଲୁ, ତାହା ଆପଣା ଦୃଷ୍ଟିରୁ ଦୂର କରିବା ଓ ଇସ୍ରାଏଲ ସମୁଦାୟ ଗୋଷ୍ଠୀ ମଧ୍ୟରେ ଗଳ୍ପର ଓ ଉପହାସର ଏକ ବିଷୟ ହେବ; Gade chapit laପବିତ୍ର ବାଇବଲ (Re-edited) - (BSI)7 ତେବେ ଆମ୍ଭେ ଇସ୍ରାଏଲକୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନଙ୍କୁ ଉଚ୍ଛିନ୍ନ କରିବା; ପୁଣି ଆପଣା ନାମ ନିମନ୍ତେ ଏହି ଯେଉଁ ଗୃହ ପବିତ୍ର କଲୁ, ତାହା ଆପଣା ଦୃଷ୍ଟିରୁ ଦୂର କରିବା ଓ ଇସ୍ରାଏଲ ସମୁଦାୟ ଗୋଷ୍ଠୀ ମଧ୍ୟରେ ଗଳ୍ପର ଓ ଉପହାସର ଏକ ବିଷୟ ହେବ; Gade chapit laଓଡିଆ ବାଇବେଲ7 ତେବେ ଆମ୍ଭେ ଇସ୍ରାଏଲକୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନଙ୍କୁ ଉଚ୍ଛିନ୍ନ କରିବା; ପୁଣି, ଆପଣା ନାମ ନିମନ୍ତେ ଏହି ଯେଉଁ ଗୃହ ପବିତ୍ର କଲୁ, ତାହା ଆପଣା ଦୃଷ୍ଟିରୁ ଦୂର କରିବା ଓ ଇସ୍ରାଏଲ ସମୁଦାୟ ଗୋଷ୍ଠୀ ମଧ୍ୟରେ ଗଳ୍ପର ଓ ଉପହାସର ଏକ ବିଷୟ ହେବ; Gade chapit la |
ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ‘ସେମାନଙ୍କର ପରମେଶ୍ୱର କାହାନ୍ତି,’ ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ?”
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ତାହା ଯେବେ ତୁମ୍ଭେମାନେ ଲଙ୍ଘନ କରିବ ଓ ଯାଇ ଅନ୍ୟ ଦେବତାମାନଙ୍କର ସେବା କରିବ, ପୁଣି ସେମାନଙ୍କୁ ପ୍ରଣାମ କରିବ, ତେବେ ତୁମ୍ଭମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ଯେଉଁ ଉତ୍ତମ ଦେଶ ତୁମ୍ଭମାନଙ୍କୁ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ବିନଷ୍ଟ ହେବ।”