୧ ପିତର 1:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କିନ୍ତୁ ଈଶ୍ବରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।” ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)25 କିନ୍ତୁ ଈଶ୍ଵରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ। ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି। Gade chapit laଓଡିଆ ବାଇବେଲ25 କିନ୍ତୁ ଈଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ । ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି । Gade chapit laପବିତ୍ର ବାଇବଲ (CL) NT (BSI)25 କିନ୍ତୁ ଈଶ୍ୱରଙ୍କ ବାକ୍ୟ ଚିରସ୍ଥାୟୀ।” ଏହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଥିଲା। Gade chapit laପବିତ୍ର ବାଇବଲ25 କିନ୍ତୁ ପରମେଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ ଏବଂ ଏହି ଶିକ୍ଷା ତୁମ୍ଭକୁ ଦିଆ ଯାଇଥିଲା।” Gade chapit la |
ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।