୧ ପିତର 2:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)25 କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ। Gade chapit laଓଡିଆ ବାଇବେଲ25 କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ । Gade chapit laପବିତ୍ର ବାଇବଲ (CL) NT (BSI)25 ମେଷମାନଙ୍କ ତୁଲ୍ୟ ତୁମ୍ଭେମାନେ ବିପଥଗାମୀ ହୋଇଥଲ। ବର୍ତ୍ତମାନ ତୁମ୍ଭମାନଙ୍କର ମେଷପାଳକ ଓ ଆତ୍ମଶର ରକ୍ଷକଙ୍କୁ ଅନୁସରଣ କରିବା ନିମନ୍ତେ ବାହୁଡ଼ି ଆସିଛ। Gade chapit laପବିତ୍ର ବାଇବଲ25 ମେଣ୍ଢା ଭଳି ତୁମ୍ଭେମାନେ ଭୁଲ୍ ରାସ୍ତାରେ ଗ୍ଭଲି ଯାଇଥିଲ। କିନ୍ତୁ ଏବେ ତୁମ୍ଭମାନଙ୍କର ଆତ୍ମାର ମେଷପାଳକ ଓ ରକ୍ଷକଙ୍କ ପାଖକୁ ଫେରି ଆସିଛ। Gade chapit la |