Biblia Todo Logo
Bib sou entènèt

- Piblisite -




୧ ପିତର 3:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଅନିଷ୍ଟ ପରିବର୍ତ୍ତେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଅନିଷ୍ଟ ପରିବର୍ତ୍ତରେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତରେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।

Gade chapit la Kopi

ଓଡିଆ ବାଇବେଲ

9 ଅନିଷ୍ଟ ପରିବର୍ତ୍ତରେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତରେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଅନିଷ୍ଠ ବଦଳେ ଅନିଷ୍ଠ କର ନାହିଁ, ଅଭିଶାପ ବଦଳେ ଅଭିଶାପ ଦିଅ ନାହିଁ; ତା’ ପରିବର୍ତ୍ତେ ଆଶୀର୍ବାଦ କର, କାରଣ ଏଥିନିମନ୍ତେ ଈଶ୍ୱର ତୁମ୍ଭମାନଙ୍କୁ ଆହ୍ୱାନ କରିତିଲେ ଓ ଏହା କରିବା ଦ୍ୱାରା ତୁମ୍ଭେମାନେ ଆଶୀର୍ବାଦ ପ୍ରାପ୍ତ ହେବ।

Gade chapit la Kopi

ପବିତ୍ର ବାଇବଲ

9 ତୁମ୍ଭ ପ୍ରତି ମନ୍ଦ କାମ କରିଥିବା ଲୋକକୁ ଆକ୍ରମଣ କରିବା ଉଦ୍ଦେଶ୍ୟରେ କୌଣସି ଲୋକ ପ୍ରତି ମନ୍ଦ କାମ କର ନାହିଁ। ବା ତୁମ୍ଭକୁ ଖରାପ କଥା କହିଥିବା ଯୋଗୁଁ କୌଣସି ଲୋକକୁ ତା’ ବଦଳରେ ମନ୍ଦ କଥା କୁହ ନାହିଁ। ତା’ ବଦଳରେ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କର ଯେ, ସେ ତାକୁ ଆଶୀର୍ବାଦ କରିବେ। ତୁମ୍ଭେ ନିଜେ ଆଶୀର୍ବାଦ ଗ୍ରହଣ କରିବା ପାଇଁ ଆହ୍ୱାନ ପାଇଥିବାରୁ ଏପରି କର।

Gade chapit la Kopi




୧ ପିତର 3:9
26 Referans Kwoze  

ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହିସବୁ ଚିନ୍ତା କର;


“ଆମ୍ଭେ ଅନିଷ୍ଟର ପ୍ରତିଫଳ ଦେବା,” ତୁମ୍ଭେ ଏପରି କଥା କୁହ ନାହିଁ, ସଦାପ୍ରଭୁଙ୍କଠାରେ ଅନୁସରଣ କର, ସେ ତୁମ୍ଭକୁ ଉଦ୍ଧାର କରିବେ।


ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ।


ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଂ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟା ହୁଅ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,


ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦୁଷ୍ଟର ପ୍ରତିରୋଧ କର ନାହିଁ, ମାତ୍ର ଯେ କେହି ତୁମ୍ଭର ଡାହାଣ ଗାଲରେ ଚାପୁଡ଼ା ମାରେ, ତାହାକୁ ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ।


ଯେଉଁ ଲୋକ ଭଲ ବଦଳେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ।


ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ବର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।


ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।


ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;


“ଆମ୍ଭେ ଅବଶ୍ୟ ତୁମ୍ଭକୁ ଆଶୀର୍ବାଦ କରିବା ଓ ତୁମ୍ଭ ବଂଶର ଅତିଶୟ ବୃଦ୍ଧି କରିବା।”


ଜଣେ ଯିହୁଦୀ ଧର୍ମଗୁରୁ ତାହାଙ୍କୁ ପଚାରିଲେ, ହେ ସଦ୍‌ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି?


ଆଉ ଦେଖ, ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି?


“ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି, ଅନନ୍ତ ଜୀବନର ଅଧିକାରୀ ହେବ।


ଆଉ, ଯେଉଁମାନଙ୍କୁ ସେ ପୂର୍ବରୁ ନିରୂପଣ କରିଥିଲେ, ସେମାନଙ୍କୁ ସେ ମଧ୍ୟ ଆହ୍ୱାନ କଲେ, ପୁଣି, ଯେଉଁମାନଙ୍କୁ ସେ ଆହ୍ୱାନ କଲେ, ସେମାନଙ୍କୁ ସେ ମଧ୍ୟ ଧାର୍ମିକ ବୋଲି ଗଣିଲେ, ଆଉ ଯେଉଁମାନଙ୍କୁ ସେ ଧାର୍ମିକ ବୋଲି ଗଣିଲେ, ସେମାନଙ୍କୁ ସେ ମଧ୍ୟ ଗୌରବାନ୍ୱିତ କଲେ।


ସେ ପୁନର୍ବାର ଯାତ୍ରା ଆରମ୍ଭ କରିବା ସମୟରେ ଜଣେ ଦୌଡ଼ିଆସି ତାହାଙ୍କ ଛାମୁରେ ଆଣ୍ଠୁପାତି ତାହାଙ୍କୁ ପଚାରିଲେ, ହେ ସଦ୍‌ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି?


ତହୁଁ ଯୋଷେଫ ସେମାନଙ୍କ ପାତ୍ରରେ ଶସ୍ୟପୂର୍ଣ୍ଣ କରି ପ୍ରତ୍ୟେକ ଜଣର ପଟରେ ଟଙ୍କା ଫେରାଇ ଦେବାକୁ ଓ ସେମାନଙ୍କୁ ପାଥେୟ ଦ୍ରବ୍ୟ ଦେବାକୁ ଆଜ୍ଞା ଦେଲେ; ତହିଁରେ ତଦ୍ରୂପ କରାଗଲା,


ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବି, ଏହା ସଦାପ୍ରଭୁ ମୋʼ ଠାରୁ ଦୂର କରନ୍ତୁ; ମାତ୍ର ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇଆସ, ଆମ୍ଭେମାନେ ଯିବା।”


ଯେଉଁ ଲୋକ ସରଳ ଲୋକକୁ ମନ୍ଦ ପଥରେ ଯିବାକୁ ଭୁଲାଏ, ସେ ସ୍ୱକୃତ ଖାତରେ ଆପେ ପଡ଼ିବ; ମାତ୍ର ସିଦ୍ଧ ଲୋକେ ମଙ୍ଗଳ ଅଧିକାର କରିବେ।


ଏଥିପାଇଁ ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଅଭିଶପ୍ତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଭିଶାପରୁ ଆମ୍ଭମାନଙ୍କୁ ମୂଲ୍ୟ ଦେଇ ମୁକ୍ତ କଲେ; କାରଣ ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, ଯେ କେହି ଖୁଣ୍ଟରେ ଟଙ୍ଗାଯାଏ, ସେ ଅଭିଶପ୍ତ।


ତୁମ୍ଭେମାନେ ତ ଜାଣ ଯେ, ପରେ ସେ ଆଶୀର୍ବାଦର ଅଧିକାରୀ ହେବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଅଗ୍ରାହ୍ୟ ହେଲା, ପୁଣି, ଅନୁତାପ କରିବା ନିମନ୍ତେ ଅଶ୍ରୁପାତ ସହ ଯତ୍ନରେ ଚେଷ୍ଟା କଲେ ହେଁ ତାହା କରିବା ପାଇଁ ଆଉ ସୁଯୋଗ ପାଇଲା ନାହିଁ।


Swiv nou:

Piblisite


Piblisite