୧ ପିତର 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯେଣୁ ଅଣଯିହୁଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ; Gade chapit laପବିତ୍ର ବାଇବଲ (Re-edited) - (BSI)3 ଯେଣୁ ବିଜାତିମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ; Gade chapit laଓଡିଆ ବାଇବେଲ3 ଯେଣୁ ଅଣଯିହୂଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ; Gade chapit laପବିତ୍ର ବାଇବଲ (CL) NT (BSI)3 ଅତୀତରେ ତୁମ୍ଭେମାନେ ଅଣବିଶ୍ୱାସୀମାନଙ୍କ ପରି କାର୍ଯ୍ୟ କରି ବହୁ ସମୟ ବିତାଇଛ। ତୁମ୍ଭମାନଙ୍କର ଜୀବନ ଅଶକଳୀଳତା, କାମୁକତା, ମଦ୍ୟପାନ, ରଙ୍ଗରସ ମତ୍ତତା ଓ ଘୃଣା ପ୍ରତିମା ପୂଜାରେ କଟି ଯାଇଛି। Gade chapit laପବିତ୍ର ବାଇବଲ3 ଅତୀତରେ ଅବିଶ୍ୱାସୀ ଲୋକଙ୍କ କଥାରେ କାମ କରି ତୁମ୍ଭେ ଅନେକ ସମୟ ନଷ୍ଟ କରିସାରିଛ। ତୁମ୍ଭେ ଯୌନପାପ କରୁଥିଲ। ନିଜ ଇଚ୍ଛାନୁସାରେ ମନ୍ଦକାମ କରୁଥିଲ। ତୁମ୍ଭେ ମାତାଲ ହେଉଥିଲ, ନାନାଦି ହିଂସ୍ରକ ଓ ଧ୍ୱଂସର କାର୍ଯ୍ୟ କରୁଥିଲ, ମଦ୍ୟପାନ ଦଳରେ ଯୋଗ ଦେଉଥିଲ, ଓ ମୂର୍ତ୍ତିମାନଙ୍କୁ ଉପାସନା କରି ମନ୍ଦକାମ କରୁଥିଲ। Gade chapit la |