1 ଶାମୁୟେଲ 1:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; “ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା।” Gade chapit laପବିତ୍ର ବାଇବଲ (Re-edited) - (BSI)20 ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ଵର ଦତ୍ତ) ରଖିଲା। Gade chapit laଓଡିଆ ବାଇବେଲ20 ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା। Gade chapit laପବିତ୍ର ବାଇବଲ20 ଏହା ପରେ ସେହି ସମୟରେ ପରବର୍ଷ ହାନ୍ନା ପୁତ୍ର ପ୍ରସବ କଲା। କାରଣ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, “ସେ ତାହାର ନାମ ଶାମୁୟେଲ ଡାକିଲା।” Gade chapit la |