1 ଶାମୁୟେଲ 1:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ମାତ୍ର ହାନ୍ନା ଗଲା ନାହିଁ; କାରଣ ସେ ଆପଣା ସ୍ୱାମୀକୁ କହିଲା, “ବାଳକ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ (ମୁଁ ଯିବି ନାହିଁ), ତହିଁ ଉତ୍ତାରେ ମୁଁ ତାହାକୁ ନେଇଯିବି, ତହିଁରେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ।” Gade chapit laପବିତ୍ର ବାଇବଲ (Re-edited) - (BSI)22 ମାତ୍ର ହାନ୍ନା ଗଲା ନାହିଁ; କାରଣ ସେ ଆପଣା ସ୍ଵାମୀକି କହିଲା, ବାଳକ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ (ମୁଁ ଯିବି ନାହିଁ), ତହିଁ ଉତ୍ତାରେ ମୁଁ ତାହାକୁ ନେଇ ଯିବି, ତହିଁରେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ । Gade chapit laଓଡିଆ ବାଇବେଲ22 ମାତ୍ର ହାନ୍ନା ଗଲା ନାହିଁ; କାରଣ ସେ ଆପଣା ସ୍ୱାମୀକୁ କହିଲା, ବାଳକ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ (ମୁଁ ଯିବି ନାହିଁ), ତହିଁ ଉତ୍ତାରେ ମୁଁ ତାହାକୁ ନେଇ ଯିବି, ତହିଁରେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ। Gade chapit laପବିତ୍ର ବାଇବଲ22 କିନ୍ତୁ ହାନ୍ନା ଗଲା ନାହିଁ, ଏବଂ ସେ ଆପଣା ସ୍ୱାମୀକୁ କହିଲା, “ବାଳକ ସ୍ତନ୍ୟପାନ ଛାଡ଼ିଲା ପରେ ମୁଁ ତାକୁ ନେଇଯିବି। ତା'ପରେ ସେ ସଦାପ୍ରଭୁଙ୍କର ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ।” Gade chapit la |