1 ଶାମୁୟେଲ 1:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତହିଁରେ ସେ ସ୍ତ୍ରୀ କହିଲା, “ହେ ମୋହର ପ୍ରଭୋ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୋ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି। Gade chapit laପବିତ୍ର ବାଇବଲ (Re-edited) - (BSI)26 ତହିଁରେ ସେ ସ୍ତ୍ରୀ କହିଲା, ହେ ମୋହର ପ୍ରଭୋ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୋ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି। Gade chapit laଓଡିଆ ବାଇବେଲ26 ତହିଁରେ ସେ ସ୍ତ୍ରୀ କହିଲା, ହେ ମୋହର ପ୍ରଭୁ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୁ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି। Gade chapit laପବିତ୍ର ବାଇବଲ26 ତା'ପରେ ହାନ୍ନା ଏଲିୟକୁ କହିଲା, “ମହାଶୟ ମୁଁ ବାସ୍ତବରେ ସେହି ସ୍ତ୍ରୀଲୋକ ଯିଏ କି ତୁମ୍ଭ ଆଗରେ ଛିଡ଼ା ହେଉଥିଲା ଓ ସଦାପ୍ରଭୁଙ୍କୁ ପ୍ରାର୍ଥନା କରୁଥିଲା। Gade chapit la |
ଏଥିରେ ରାଜା କହିଲେ, “ଏସମସ୍ତ କଥାରେ କି ତୁମ୍ଭ ସଙ୍ଗେ ଯୋୟାବର ହାତ ନାହିଁ?” ସେହି ସ୍ତ୍ରୀ ଉତ୍ତର ଦେଇ କହିଲା, “ହେ ମୋର ପ୍ରଭୋ, ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୋʼ ପ୍ରଭୁ ମହାରାଜ ଯାହା କହିଅଛନ୍ତି, ତହିଁର ଡାହାଣକୁ କି ବାମକୁ ଫେରିବାକୁ କାହାରି ଆୟତ୍ତ ନାହିଁ; କାରଣ ଆପଣଙ୍କ ଦାସ ଯୋୟାବ ମୋତେ ଆଦେଶ କରି ଆପଣଙ୍କ ଦାସୀଙ୍କୁ ଏହି ସମସ୍ତ କଥା ଶିଖାଇଅଛନ୍ତି।