Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 10:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହିଁରେ ସେହି ସ୍ଥାନର ଜଣେ ଉତ୍ତର କରି କହିଲା, “ଆଚ୍ଛା, ସେମାନଙ୍କ ପିତା କିଏ?” ଏହେତୁ “ଶାଉଲ କି ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଜଣେ” ଏହି କଥା ଏକ ପ୍ରବାଦ ହୋଇ ଉଠିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତହିଁରେ ସେହି ସ୍ଥାନର ଜଣେ ଉତ୍ତର କରି କହିଲା, ଆଚ୍ଛା, ସେମାନଙ୍କ ପିତା କିଏ? ଏହିହେତୁ ‘ଶାଉଲ କି ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଜଣେʼ ଏହି କଥା ଏକ ପ୍ରବାଦ ହୋଇ ଉଠିଲା।

Gade chapit la Kopi

ଓଡିଆ ବାଇବେଲ

12 ତହିଁରେ ସେହି ସ୍ଥାନର ଜଣେ ଉତ୍ତର କରି କହିଲା, ଆଚ୍ଛା, ସେମାନଙ୍କ ପିତା କିଏ ? ଏହିହେତୁ ‘ଶାଉଲ କି ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଜଣେ’ ଏହି କଥା ଏକ ପ୍ରବାଦ ହୋଇ ଉଠିଲା।

Gade chapit la Kopi

ପବିତ୍ର ବାଇବଲ

12 ତହିଁରେ ସେହି ସ୍ଥାନସ୍ଥ ଜଣେ ଉତ୍ତର କରି କହିଲେ, “ଆଚ୍ଛା! ଏହା ଜଣାଯାଏ ଶାଉଲ ଜଣେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କର ନେତା” ଏହେତୁ “ଶାଉଲ କି ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମଧ୍ୟରେ ଜଣେ” ଏହି କଥା ଏକ ବଡ଼ ପ୍ରବାଦ ହୋଇ ଉଠିଲା।

Gade chapit la Kopi




1 ଶାମୁୟେଲ 10:12
7 Referans Kwoze  

ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ‘ସମସ୍ତେ ଈଶ୍ବରଙ୍କ ଦ୍ୱାରା ଶିକ୍ଷା ପ୍ରାପ୍ତ ହେବେ।’ ଯେ କେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋʼ ନିକଟକୁ ଆସେ।


ତୁମ୍ଭର ସନ୍ତାନଗଣ ସମସ୍ତେ ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷିତ ହେବେ ଓ ତୁମ୍ଭ ସନ୍ତାନଗଣର ମହାଶାନ୍ତି ହେବ।


ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍‍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।


ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋହର ଶିକ୍ଷା ମୋʼ ନିଜର ନୁହେଁ, କିନ୍ତୁ ମୋʼ ପ୍ରେରଣକର୍ତ୍ତାଙ୍କର।


ତହୁଁ ସେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବା ସମାପ୍ତ କଲା ଉତ୍ତାରେ ଉଚ୍ଚସ୍ଥଳୀକି ଗଲେ।


ତେଣୁ ସେ ରାମାସ୍ଥିତ ନାୟୋତକୁ ଗଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ତାଙ୍କ ଉପରକୁ ମଧ୍ୟ ଆସନ୍ତେ, ସେ ଯାଉ ଯାଉ ରାମାସ୍ଥିତ ନାୟୋତରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।


ପୁଣି, ସେ ମଧ୍ୟ ଆପଣା ବସ୍ତ୍ର କାଢ଼ି ଶାମୁୟେଲଙ୍କ ସମ୍ମୁଖରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ, ଆଉ ସେହି ସାରାଦିନ ଓ ସାରାରାତ୍ରି ପୋଷାକ ନ ପିନ୍ଧି ପଡ଼ି ରହିଲେ। ତେଣୁ ଲୋକେ କହନ୍ତି, “ଶାଉଲ ହିଁ କି ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଜଣେ?”


Swiv nou:

Piblisite


Piblisite