Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 10:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହୁଁ ସେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବା ସମାପ୍ତ କଲା ଉତ୍ତାରେ ଉଚ୍ଚସ୍ଥଳୀକି ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତହୁଁ ସେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବା ସମାପ୍ତ କଲା ଉତ୍ତାରେ ଉଚ୍ଚସ୍ଥଳୀକି ଗଲେ।

Gade chapit la Kopi

ଓଡିଆ ବାଇବେଲ

13 ତହୁଁ ସେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବା ସମାପ୍ତ କଲା ଉତ୍ତାରେ ଉଚ୍ଚସ୍ଥଳୀକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ

13 ତା'ପରେ ସେ ଭବିଷ୍ୟ‌ଦ୍‌ବାଣୀ କହିବା ବନ୍ଦ କଲେ ଏବଂ ଉପାସନା କରିବାକୁ ଗୃହ ନିକଟସ୍ଥ ଉଚ୍ଚସ୍ଥଳୀକୁ ଗଲେ।

Gade chapit la Kopi




1 ଶାମୁୟେଲ 10:13
2 Referans Kwoze  

ତହିଁରେ ସେହି ସ୍ଥାନର ଜଣେ ଉତ୍ତର କରି କହିଲା, “ଆଚ୍ଛା, ସେମାନଙ୍କ ପିତା କିଏ?” ଏହେତୁ “ଶାଉଲ କି ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଜଣେ” ଏହି କଥା ଏକ ପ୍ରବାଦ ହୋଇ ଉଠିଲା।


ଏଥିଉତ୍ତାରେ ଶାଉଲଙ୍କର ପିତୃବ୍ୟ ତାଙ୍କୁ ଓ ତାଙ୍କର ଯୁବାକୁ ପଚାରିଲେ, “ତୁମ୍ଭେମାନେ କେଉଁଠାକୁ ଯାଇଥିଲ?” ସେ କହିଲେ, “ଗଧ ଖୋଜିବା ପାଇଁ; ମାତ୍ର ସେମାନେ ମିଳିଲେ ନାହିଁ ବୋଲି ଦେଖି, ଆମ୍ଭେମାନେ ଶାମୁୟେଲଙ୍କ ନିକଟକୁ ଆସିଲୁ।”


Swiv nou:

Piblisite


Piblisite