1 ଶାମୁୟେଲ 10:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଉତ୍ତାରେ ଶାମୁୟେଲ ଇସ୍ରାଏଲର ସମସ୍ତ ବଂଶକୁ ନିକଟକୁ ଅଣାନ୍ତେ, ବିନ୍ୟାମୀନ୍ ବଂଶ ନିର୍ଣ୍ଣୀତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)20 ଏଉତ୍ତାରେ ଶାମୁୟେଲ ଇସ୍ରାଏଲର ସମସ୍ତ ବଂଶକୁ ନିକଟକୁ ଅଣାନ୍ତେ, ବିନ୍ୟାମୀନ ବଂଶ ନିର୍ଣ୍ଣୀତ ହେଲା। Gade chapit laଓଡିଆ ବାଇବେଲ20 ଏଉତ୍ତାରେ ଶାମୁୟେଲ ଇସ୍ରାଏଲର ସମସ୍ତ ବଂଶକୁ ନିକଟକୁ ଅଣାନ୍ତେ, ବିନ୍ୟାମୀନ୍ ବଂଶ ନିର୍ଣ୍ଣିତ ହେଲା। Gade chapit laପବିତ୍ର ବାଇବଲ20 ଏପ୍ରକାରେ ଶାମୁୟେଲ ଇସ୍ରାଏଲର ସମସ୍ତ ପରିବାରବର୍ଗଙ୍କୁ ଏକତ୍ରିତ କରନ୍ତେ, ପ୍ରଥମତଃ ବିନ୍ୟାମୀନ ପରିବାରବର୍ଗ ନିର୍ଣ୍ଣିତ ହେଲା। Gade chapit la |
ମାତ୍ର ତୁମ୍ଭମାନଙ୍କର ଯେଉଁ ପରମେଶ୍ୱର ଆପେ, ତୁମ୍ଭମାନଙ୍କର ସମସ୍ତ ଅମଙ୍ଗଳ ଓ କ୍ଳେଶରୁ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତି, ତୁମ୍ଭେମାନେ ଆଜି ତାହାଙ୍କୁ ଅଗ୍ରାହ୍ୟ କଲ ଓ ତାହାଙ୍କୁ କହିଲ, ଯାହାହେଉ, ‘ଆମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କର,’ ଏହେତୁ ତୁମ୍ଭେମାନେ ଏବେ ଆପଣା ଆପଣା ବଂଶାନୁସାରେ ଓ ସହସ୍ର ସହସ୍ର ଅନୁସାରେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହୁଅ।”