Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 10:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତହୁଁ ସେମାନେ ଦୌଡ଼ିଯାଇ ସେଠାରୁ ତାଙ୍କୁ ଆଣିଲେ; ପୁଣି, ସେ ଲୋକମାନଙ୍କ ମଧ୍ୟରେ ଛିଡ଼ା ହୁଅନ୍ତେ, ଅନ୍ୟ ସକଳ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ୱକୁ ଉଚ୍ଚ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତହୁଁ ସେମାନେ ଦୌଡ଼ିଯାଇ ସେଠାରୁ ତାଙ୍କୁ ଆଣିଲେ; ପୁଣି ସେ ଲୋକମାନଙ୍କ ମଧ୍ୟରେ ଛିଡ଼ା ହୁଅନ୍ତେ, ଅନ୍ୟ ସକଳ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ଵକୁ ଉଚ୍ଚ ହେଲେ।

Gade chapit la Kopi

ଓଡିଆ ବାଇବେଲ

23 ତହୁଁ ସେମାନେ ଦୌଡ଼ିଯାଇ ସେଠାରୁ ତାଙ୍କୁ ଆଣିଲେ; ପୁଣି, ସେ ଲୋକମାନଙ୍କ ମଧ୍ୟରେ ଛିଡ଼ା ହୁଅନ୍ତେ, ଅନ୍ୟ ସକଳ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଉର୍ଦ୍ଧ୍ୱକୁ ଉଚ୍ଚ ହେଲେ।

Gade chapit la Kopi

ପବିତ୍ର ବାଇବଲ

23 ଲୋକମାନେ ଖୋଜିଲେ ଏବଂ ତାଙ୍କୁ ସାମଗ୍ରୀ ପଛପଟେ ପାଇଲେ। ଶାଉଲ ଲୋକମାନଙ୍କ ମଧ୍ୟରେ ଛିଡ଼ା ହେଲେ ସେ ସମସ୍ତ ଲୋକଙ୍କ ଅପେକ୍ଷା ଲମ୍ବା ଥିଲେ।

Gade chapit la Kopi




1 ଶାମୁୟେଲ 10:23
5 Referans Kwoze  

ପୁଣି, ତାହାର ଶାଉଲ ନାମରେ ଏକ ପୁତ୍ର ଥିଲେ, ସେ ସୁନ୍ଦର ଯୁବା ପୁରୁଷ; ଆଉ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ତାଙ୍କଠାରୁ ଅଧିକ ସୁନ୍ଦର ପୁରୁଷ ନ ଥିଲେ; ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ୱକୁ ଉଚ୍ଚ ଥିଲେ।


ଏଥିରେ ଗାଥ୍‍ ନିବାସୀ ଗଲୀୟାତ ନାମକ ଏକ ମଲ୍ଲଯୋଦ୍ଧା ପଲେଷ୍ଟୀୟମାନଙ୍କ ଛାଉଣିରୁ ବାହାର ହେଲା, ସେ ସାଢ଼େ ଛଅ ହାତ ଉଚ୍ଚ।


ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;”


ଏହିରୂପେ ସେ ଆଦମଙ୍କୁ ତଡ଼ିଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବ ଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।


ସେହି ସମୟରେ ବିନ୍ୟାମୀନ୍ ବଂଶୀୟ ଅଫୀହର ବୃଦ୍ଧ ପ୍ରପୌତ୍ର, ବଖୋରତର ପ୍ରପୌତ୍ର, ସରୋରର ପୌତ୍ର, ଅବୀୟେଲର ପୁତ୍ର କୀଶ୍‍ ନାମକ ଜଣେ ମହାବିକ୍ରମଶାଳୀ ବିନ୍ୟାମୀନୀୟ ଲୋକ ଥିଲା।


Swiv nou:

Piblisite


Piblisite