Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 10:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏହିସବୁ ଚିହ୍ନ ତୁମ୍ଭ ପ୍ରତି ଘଟିଲେ, ତୁମ୍ଭ ଦ୍ୱାରା ଯେପରି ହେବ, ସେପରି କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏହି ସବୁ ଚିହ୍ନ ତୁମ୍ଭ ପ୍ରତି ଘଟିଲେ, ତୁମ୍ଭ ଦ୍ଵାରା ଯେପରି ହେବ, ସେପରି କର; କାରଣ ପରମେଶ୍ଵର ତୁମ୍ଭ ସଙ୍ଗରେ ଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

7 ଏହି ସବୁ ଚିହ୍ନ ତୁମ୍ଭ ପ୍ରତି ଘଟିଲେ, ତୁମ୍ଭ ଦ୍ୱାରା ଯେପରି ହେବ, ସେପରି କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

7 ସମ୍ଭବତଃ ସେହି ସମସ୍ତ ଚିହ୍ନ ଅତିକ୍ରମ କରିବାକୁ ଲାଗିଲା, ତୁମ୍ଭେ ଯାହା କରିବାକୁ ପସନ୍ଦ କରିବ ତାହା କରିବ। କାରଣ ପରମେଶ୍ୱର ତୁମ୍ଭ ସହିତ ଅଛନ୍ତି।

Gade chapit la Kopi




1 ଶାମୁୟେଲ 10:7
20 Referans Kwoze  

ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ ଦର୍ଶନ ଦେଇ କହିଲେ, “ହେ ମହାବିକ୍ରମଶାଳୀ ଲୋକ, ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି।”


ଆଉ ତୁମ୍ଭମାନଙ୍କ ନିମନ୍ତେ ଏହା ଚିହ୍ନସ୍ୱରୂପ ହେବ, ତୁମ୍ଭେମାନେ ଜଣେ ଶିଶୁଙ୍କୁ ଲୁଗାରେ ଗୁଡ଼ା ହୋଇ ଗୁହାଳକୁଣ୍ଡରେ ଶୋଇଥିବାର ଦେଖିବ।


ତୁମ୍ଭର ଯାବଜ୍ଜୀବନ ତୁମ୍ଭ ସମ୍ମୁଖରେ କେହି ଠିଆ ହୋଇ ପାରିବ ନାହିଁ; ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେପରି ଆମ୍ଭେ ତୁମ୍ଭ ସଙ୍ଗରେ ଥିବା; ଆମ୍ଭେ ତୁମ୍ଭ ପ୍ରତି ନିରସ୍ତ ହେବା ନାହିଁ, କି ତୁମ୍ଭକୁ ତ୍ୟାଗ କରିବା ନାହିଁ।


ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”


ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।


ଓ ତୁମ୍ଭର ସେହି ପ୍ରଥମ ଚିହ୍ନରେ ମନୋଯୋଗ ନ କରିବେ, ତେବେ ଦ୍ୱିତୀୟ ଚିହ୍ନରେ ବିଶ୍ୱାସ କରିବେ। ତହିଁରେ ସେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ବାହାର କଲେ, ଦେଖ, ତାହା ପ୍ରକୃତ ମାଂସ ହେଲା।


ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।”


ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।


ପୁଣି ସକାଳେ ସୂର୍ଯ୍ୟୋଦୟ ହେବାମାତ୍ର ଚଞ୍ଚଳ ଉଠି ନଗର ଆକ୍ରମଣ କରିବ; ତହିଁରେ ଦେଖ, ସେ ଓ ତାହାର ସଙ୍ଗୀ ଲୋକମାନେ ତୁମ୍ଭ ବିରୁଦ୍ଧରେ ବାହାର ହୋଇ ଆସିଲେ ତୁମ୍ଭ ଦ୍ୱାରା ଯେପରି ହେବ, ସେପରି କରିବ।”


ତୁମ୍ଭେ ଆପଣା ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ବାହାରିଲେ, ଯେବେ ଆପଣା ଅପେକ୍ଷା ଅଧିକ ଅଶ୍ୱ, ରଥ ଓ ଲୋକ ଦେଖିବ, ତେବେ ତୁମ୍ଭେ ସେମାନଙ୍କ ବିଷୟରେ ଭୀତ ହେବ ନାହିଁ। କାରଣ ଯେ ତୁମ୍ଭକୁ ମିସର ଦେଶରୁ ଆଣିଅଛନ୍ତି, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।


ଏଥିଉତ୍ତାରେ ପରମେଶ୍ୱର ବାଳକର ସହାୟ ହୁଅନ୍ତେ, ସେ ବଡ଼ ହେଲା, ପୁଣି, ପ୍ରାନ୍ତରରେ ଥାଇ ଧନୁର୍ଦ୍ଧର ହେଲା।


ତେଣୁ ଲୋକମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ ଦେଖି କହିବାକୁ ଲାଗିଲେ, ଜଗତକୁ ଯେଉଁ ଭାବବାଦୀଙ୍କର ଆସିବାର ଥିଲା, ଏ ନିଶ୍ଚୟ ସେହି।


“ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ବର।”


ପୁଣି, ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ପ୍ରତି ଯାହା ଘଟିବ, ତାହା ତୁମ୍ଭ ପାଇଁ ଚିହ୍ନସ୍ୱରୂପ ହେବ; ସେ ଦୁହେଁ ଏକ ଦିନରେ ମରିବେ।


ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”


ଏଥିଉତ୍ତାରେ ଶାମୁୟେଲ ବଢ଼ିଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗେ ଥାଇ ଶାମୁୟେଲଙ୍କ କୌଣସି କଥା ତଳେ ପଡ଼ିବାକୁ ଦେଲେ ନାହିଁ।


ତୁମ୍ଭର ଅମଙ୍ଗଳ କରିବା ମୋʼ ପିତାଙ୍କର ମାନସ ଥିଲେ, ଯେବେ ମୁଁ ତାହା ତୁମ୍ଭ କର୍ଣ୍ଣଗୋଚର ନ କରେ ଓ ତୁମ୍ଭେ କୁଶଳରେ ଯିବା ପାଇଁ ଯେବେ ତୁମ୍ଭକୁ ପଠାଇ ନ ଦିଏ, ତେବେ ସଦାପ୍ରଭୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ। ସଦାପ୍ରଭୁ ଯେପରି ମୋ ପିତାଙ୍କ ସଙ୍ଗୀ ହୋଇଅଛନ୍ତି, ସେପରି ତୁମ୍ଭ ସଙ୍ଗରେ ହେଉନ୍ତୁ।


ତହିଁରେ ନାଥନ ରାଜାଙ୍କୁ କହିଲେ, “ଯାଅ, ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ସଦାପ୍ରଭୁ ତୁମ୍ଭ ସଙ୍ଗରେ ଅଛନ୍ତି।”


ମୋହର ସମ୍ପଦ ଅତିଶୟ ହେବାରୁ ଓ ମୋହର ହସ୍ତ ବହୁତ ଲାଭ କରିବାରୁ ଯଦି ମୁଁ ଆନନ୍ଦ କରିଥାଏ;


Swiv nou:

Piblisite


Piblisite