1 ଶାମୁୟେଲ 10:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର ତୁମ୍ଭେ ମୋର ଆଗେ ଗିଲ୍ଗଲ୍କୁ ଯିବ; ଆଉ ଦେଖ, ମୁଁ ହୋମବଳି ଉତ୍ସର୍ଗ କରିବାକୁ ଓ ମଙ୍ଗଳାର୍ଥକ ବଳିଦାନ କରିବାକୁ ତୁମ୍ଭ କତିକି ଯିବି; ମୁଁ ତୁମ୍ଭ ନିକଟରେ ଉପସ୍ଥିତ ହୋଇ ତୁମ୍ଭର କର୍ତ୍ତବ୍ୟ ବିଷୟ ତୁମ୍ଭକୁ ଜ୍ଞାତ କରାଇବା ପର୍ଯ୍ୟନ୍ତ ତୁମ୍ଭେ ସାତ ଦିନ ବିଳମ୍ବ କରିବ।” Gade chapit laପବିତ୍ର ବାଇବଲ (Re-edited) - (BSI)8 ମାତ୍ର ତୁମ୍ଭେ ମୋର ଆଗେ ଗିଲ୍ଗଲ୍କୁ ଯିବ; ଆଉ ଦେଖ, ମୁଁ ହୋମବଳି ଉତ୍ସର୍ଗ କରିବାକୁ ଓ ମଙ୍ଗଳାର୍ଥକ ବଳିଦାନ କରିବାକୁ ତୁମ୍ଭ କତିକି ଯିବି; ମୁଁ ତୁମ୍ଭ ନିକଟରେ ଉପସ୍ଥିତ ହୋଇ ତୁମ୍ଭର କର୍ତ୍ତବ୍ୟ ବିଷୟ ତୁମ୍ଭକୁ ଜ୍ଞାତ କରାଇବା ପର୍ଯ୍ୟନ୍ତ ତୁମ୍ଭେ ସାତ ଦିନ ବିଳମ୍ଵ କରିବ। Gade chapit laଓଡିଆ ବାଇବେଲ8 ମାତ୍ର ତୁମ୍ଭେ ମୋର ଆଗେ ଗିଲ୍ଗଲ୍କୁ ଯିବ; ଆଉ ଦେଖ, ମୁଁ ହୋମବଳି ଉତ୍ସର୍ଗ କରିବାକୁ ଓ ମଙ୍ଗଳାର୍ଥକ ବଳିଦାନ କରିବାକୁ ତୁମ୍ଭ କତିକି ଯିବି; ମୁଁ ତୁମ୍ଭ ନିକଟରେ ଉପସ୍ଥିତ ହୋଇ ତୁମ୍ଭର କର୍ତ୍ତବ୍ୟ ବିଷୟ ତୁମ୍ଭକୁ ଜ୍ଞାତ କରାଇବା ପର୍ଯ୍ୟନ୍ତ ତୁମ୍ଭେ ସାତ ଦିନ ବିଳମ୍ବ କରିବ। Gade chapit laପବିତ୍ର ବାଇବଲ8 “ମୋ’ ପୂର୍ବରୁ ପ୍ରଥମେ ତୁମ୍ଭେ ଗିଲ୍ଗଲ୍କୁ ଯିବ। ତା'ପରେ ମୁଁ ସେଠାକୁ ହୋମବଳି ଓ ମଙ୍ଗଳାର୍ଥକ ବଳିରେ ଉତ୍ସର୍ଗ କରିବି। ମୁଁ ଆସି ତୁମ୍ଭକୁ କ’ଣ କରିବାକୁ ହେବ କହିବା ପର୍ଯ୍ୟନ୍ତ, ତୁମ୍ଭେ ସେଠାରେ ସାତ ଦିନ ଅପେକ୍ଷା କରିବାକୁ ହେବ।” Gade chapit la |