Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 11:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିଉତ୍ତାରେ ଲୋକମାନେ ଶାମୁୟେଲଙ୍କୁ କହିଲେ, “କିଏ କହୁଥିଲା କି, ‘ଶାଉଲ ଆମ୍ଭମାନଙ୍କ ଉପରେ ରାଜା ହେବ?’ ସେହି ଲୋକମାନଙ୍କୁ ଆଣ, ଆମ୍ଭେମାନେ ସେମାନଙ୍କୁ ବଧ କରିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏଥିଉତ୍ତାରେ ଲୋକମାନେ ଶାମୁୟେଲଙ୍କୁ କହିଲେ, କିଏ କହୁଥିଲା କି, ଶାଉଲ ଆମ୍ଭମାନଙ୍କ ଉପରେ ରାଜା ହେବ? ସେହି ଲୋକମାନଙ୍କୁ ଆଣ, ଆମ୍ଭେମାନେ ସେମାନଙ୍କୁ ବଧ କରିବା।

Gade chapit la Kopi

ଓଡିଆ ବାଇବେଲ

12 ଏଥିଉତ୍ତାରେ ଲୋକମାନେ ଶାମୁୟେଲଙ୍କୁ କହିଲେ, କିଏ କହୁଥିଲା କି, ଶାଉଲ ଆମ୍ଭମାନଙ୍କ ଉପରେ ରାଜା ହେବ ? ସେହି ଲୋକମାନଙ୍କୁ ଆଣ, ଆମ୍ଭେମାନେ ସେମାନଙ୍କୁ ବଧ କରିବା।

Gade chapit la Kopi

ପବିତ୍ର ବାଇବଲ

12 ତା'ପରେ ଲୋକମାନେ ଶାମୁୟେଲଙ୍କୁ ପଗ୍ଭରିଲେ, “ଯେଉଁମାନେ ଶାଉଲଙ୍କୁ ବିରୁଦ୍ଧ କରୁଥିଲେ ସେମାନେ କେଉଁଠି ଅଛନ୍ତି। ସେ ଲୋକମାନଙ୍କୁ ଆମ୍ଭେ ହତ୍ୟା କରିବୁ।”

Gade chapit la Kopi




1 ଶାମୁୟେଲ 11:12
3 Referans Kwoze  

ମାତ୍ର କେତେକ ଦୁଷ୍ଟ ଲୋକମାନେ କହିଲେ, “ଏହି ଲୋକ କିପରି ଆମ୍ଭମାନଙ୍କୁ ଉଦ୍ଧାର କରିବ?” ଆଉ ସେମାନେ ତାଙ୍କୁ ତୁଚ୍ଛଜ୍ଞାନ କରି କିଛି ଦର୍ଶନୀ ଆଣିଲେ ନାହିଁ। ମାତ୍ର ସେ ମୌନ ହୋଇ ରହିଲେ।


କିନ୍ତୁ ମୋହର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋହର ସାକ୍ଷାତରେ ହତ୍ୟା କର।’”


ତୁମ୍ଭ ହସ୍ତ ତୁମ୍ଭ ଶତ୍ରୁ ସମସ୍ତଙ୍କୁ ଧରିବ; ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭର ଘୃଣାକାରୀମାନଙ୍କୁ ଧରିବ।


Swiv nou:

Piblisite


Piblisite