Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 11:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତେବେ ଯାବେଶର ପ୍ରାଚୀନମାନେ ତାହାକୁ କହିଲେ, “ସାତ ଦିନ ଆମ୍ଭମାନଙ୍କୁ ଛାଡ଼ିଦିଅ, ଆମ୍ଭେମାନେ ଇସ୍ରାଏଲ ସୀମାର ସର୍ବତ୍ର ଦୂତ ପଠାଇବା; ତହିଁରେ କେହି ଯେବେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ନ ଥାଏ, ତେବେ ଆମ୍ଭେମାନେ ବାହାର ହୋଇ ତୁମ୍ଭ ନିକଟକୁ ଆସିବୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତେବେ ଯାବେଶର ପ୍ରାଚୀନମାନେ ତାହାକୁ କହିଲେ, ସାତ ଦିନ ଆମ୍ଭମାନଙ୍କୁ ଛାଡ଼ିଦିଅ, ଆମ୍ଭେମାନେ ଇସ୍ରାଏଲ-ସୀମାର ସର୍ବତ୍ର ଦୂତ ପଠାଇବା; ତହିଁରେ କେହି ଯେବେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ନ ଥାଏ, ତେବେ ଆମ୍ଭେମାନେ ବାହାର ହୋଇ ତୁମ୍ଭ ନିକଟକୁ ଆସିବୁ।

Gade chapit la Kopi

ଓଡିଆ ବାଇବେଲ

3 ତେବେ ଯାବେଶର ପ୍ରାଚୀନମାନେ ତାହାକୁ କହିଲେ, ସାତ ଦିନ ଆମ୍ଭମାନଙ୍କୁ ଛାଡ଼ିଦିଅ, ଆମ୍ଭେମାନେ ଇସ୍ରାଏଲ ସୀମାର ସର୍ବତ୍ର ଦୂତ ପଠାଇବା; ତହିଁରେ କେହି ଯେବେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ନ ଥାଏ, ତେବେ ଆମ୍ଭେମାନେ ବାହାର ହୋଇ ତୁମ୍ଭ ନିକଟକୁ ଆସିବୁ।

Gade chapit la Kopi

ପବିତ୍ର ବାଇବଲ

3 ଯାବେ‌‌‌ଶ୍‌‌ର ନେତାମାନେ କହିଲେ, “ଆମ୍ଭକୁ ସାତ ଦିନ ସମୟ ଦିଅ, ଆମ୍ଭେ ସାରା ଇସ୍ରାଏଲକୁ ଦୂତଗଣଙ୍କୁ ପଠାଇବୁ ଯଦି ଆମ୍ଭକୁ କେହି ସାହାଯ୍ୟ ନ କରନ୍ତି, ତେବେ ତୁମ୍ଭ ନିକଟକୁ ଆସିବୁ ଓ ସମର୍ପଣ କରିବୁ।”

Gade chapit la Kopi




1 ଶାମୁୟେଲ 11:3
3 Referans Kwoze  

ତହିଁରେ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଏକତ୍ର ହୋଇ ରାମାରେ ଶାମୁୟେଲଙ୍କ ନିକଟକୁ ଆସିଲେ;


ଏନିମନ୍ତେ ଯାବେଶର ଲୋକମାନେ (ନାହଶ୍‍କୁ) କହିଲେ, “କାଲି ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ବାହାର ହୋଇ ଯିବା, ତହିଁରେ ତୁମ୍ଭମାନଙ୍କ ଦୃଷ୍ଟିକି ଯାହା ଭଲ ଦିଶେ, ତାହା ଆମ୍ଭ ସମସ୍ତଙ୍କ ପ୍ରତି କରିବ।”


ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କୁହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ କତିକି ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ ଜଳ ପାନ କର;


Swiv nou:

Piblisite


Piblisite