Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 11:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତେବେ ସେ ବେଷକରେ ସେମାନଙ୍କୁ ଗଣନା କଲେ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତିନି ଲକ୍ଷ ଓ ଯିହୁଦାର ତିରିଶ ହଜାର ଲୋକ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତେବେ ସେ ବେସକରେ ସେମାନଙ୍କୁ ଗଣନା କଲେ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତିନି ଲକ୍ଷ ଓ ଯିହୁଦାର ତିରିଶ ହଜାର ଲୋକ ହେଲେ।

Gade chapit la Kopi

ଓଡିଆ ବାଇବେଲ

8 ତେବେ ସେ ବେଷକରେ ସେମାନଙ୍କୁ ଗଣନା କଲେ; ତହିଁରେ ଇସ୍ରାଏଲ ସନ୍ତାନଗଣ ତିନି ଲକ୍ଷ ଓ ଯିହୁଦାର ତିରିଶ ହଜାର ଲୋକ ହେଲେ।

Gade chapit la Kopi

ପବିତ୍ର ବାଇବଲ

8 ଶାଉଲ ବେସକରେ ଲୋକମାନଙ୍କୁ ଏକାଠି କଲେ। ସେଠାରେ ଇସ୍ରାଏଲରୁ 300,000 ଲୋକ ଯିହୁଦାରୁ 30,000 ଲୋକ ଉପସ୍ଥିତ ହେଲେ।

Gade chapit la Kopi




1 ଶାମୁୟେଲ 11:8
8 Referans Kwoze  

ତହିଁରେ ଯୋୟାବ ଗଣିତ ଯୋଦ୍ଧାମାନଙ୍କ ସଂଖ୍ୟା ରାଜାଙ୍କ ନିକଟରେ ସମର୍ପଣ କଲା; ଇସ୍ରାଏଲର ଖଡ୍ଗଧାରୀ ଆଠ ଲକ୍ଷ ବଳବାନ ଲୋକ ଓ ଯିହୁଦାର ପାଞ୍ଚ ଲକ୍ଷ ଲୋକ ଥିଲେ।


ଏଥିଉତ୍ତାରେ ଶାଉଲ ଲୋକମାନଙ୍କୁ ଡକାଇ ଟଲାୟୀମରେ ସେମାନଙ୍କର ଗଣନା କଲେ, ତହିଁରେ ଦୁଇ ଲକ୍ଷ ପଦାତିକ ଓ ଯିହୁଦାର ଦଶ ସହସ୍ର ଲୋକ ହେଲେ,


ଏଥିଉତ୍ତାରେ ଶାମୁୟେଲ ଉଠି ଗିଲ୍‍ଗଲ୍‍ରୁ ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାକୁ ଗଲେ। ସେତେବେଳେ ଶାଉଲ ଗଣନା କରି ଊଣାଧିକ ଛଅ ଶତ ଲୋକ ଆପଣା ନିକଟରେ ଥିବାର ଦେଖିଲେ।


ପରମେଶ୍ୱରଙ୍କ ଲୋକଗଣର ସେହି ସମାଜରେ ଇସ୍ରାଏଲର ସମୁଦାୟ ବଂଶୀୟ ଲୋକଙ୍କ ପ୍ରଧାନବର୍ଗ ଓ ଚାରି ଲକ୍ଷ ଖଡ୍ଗଧାରୀ ପଦାତିକ ଉପସ୍ଥିତ ହେଲେ।


ଏଥିଉତ୍ତାରେ ସେମାନେ ସେହି ଆଗତ ଦୂତମାନଙ୍କୁ କହିଲେ, “ତୁମ୍ଭେମାନେ ଯାବେଶ-ଗିଲୀୟଦର ଲୋକମାନଙ୍କୁ କୁହ, କାଲି ଖରା ବେଳେ ତୁମ୍ଭେମାନେ ଉଦ୍ଧାର ପାଇବ;” ତହିଁରେ ଦୂତମାନେ ଆସି ଯାବେଶର ଲୋକମାନଙ୍କୁ ତାହା ଜଣାନ୍ତେ, ସେମାନେ ଆନନ୍ଦିତ ହେଲେ।


ସେହି ସମୟରେ ଯିହୋରାମ୍‍ ରାଜା ଶମରୀୟାରୁ ଯାଇ ସମୁଦାୟ ଇସ୍ରାଏଲକୁ ସଂଗ୍ରହ କଲେ।


Swiv nou:

Piblisite


Piblisite