1 ଶାମୁୟେଲ 12:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ ଓ ତାହାଙ୍କର ସେବା କରିବ ଓ ତାହାଙ୍କ ରବ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ ନ କରିବ, ପୁଣି, ତୁମ୍ଭେମାନେ ଓ ମଧ୍ୟ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱକାରୀ ରାଜା, ଉଭୟ ଯେବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନୁବର୍ତ୍ତୀ ହେବ, ତେବେ ଭଲ; Gade chapit laପବିତ୍ର ବାଇବଲ (Re-edited) - (BSI)14 ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ ଓ ତାହାଙ୍କର ସେବା କରିବ ଓ ତାହାଙ୍କ ରବ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ ନ କରିବ, ପୁଣି ତୁମ୍ଭେମାନେ ଓ ମଧ୍ୟ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵକାରୀ ରାଜା, ଉଭୟ ଯେବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ଅନୁବର୍ତ୍ତୀ ହେବ, ତେବେ ଭଲ; Gade chapit laଓଡିଆ ବାଇବେଲ14 ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ ଓ ତାହାଙ୍କର ସେବା କରିବ ଓ ତାହାଙ୍କ ରବ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ ନ କରିବ, ପୁଣି, ତୁମ୍ଭେମାନେ ଓ ମଧ୍ୟ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱକାରୀ ରାଜା, ଉଭୟ ଯେବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନୁବର୍ତ୍ତୀ ହେବ, ତେବେ ଭଲ; Gade chapit laପବିତ୍ର ବାଇବଲ14 ବର୍ତ୍ତମାନ ଯଦି ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କର ଓ ତାଙ୍କୁ ସେବା କର, ଯେବେ ତୁମ୍ଭେମାନେ ତାଙ୍କର ବାକ୍ୟ ଶୁଣ, ତାଙ୍କର ଆଜ୍ଞା ପାଳନ କର ଏବଂ ତାଙ୍କ ବିରୁଦ୍ଧରେ ନ ଯାଅ, ପୁଣି ତୁମ୍ଭେମାନେ ଓ ତୁମ୍ଭମାନଙ୍କର ଶାସକ ରାଜା, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଦ୍ୱାରା ରକ୍ଷା ପାଇବ। Gade chapit la |
ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର ପ୍ରାଣଦଣ୍ଡ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ।
ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋʼ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବାଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।