1 ଶାମୁୟେଲ 12:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମାତ୍ର ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କ ରବ ନ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କରିବ, ତେବେ ସଦାପ୍ରଭୁଙ୍କ ହସ୍ତ ଯେପରି ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପ୍ରତିକୂଳରେ ଥିଲା, ସେପରି ତୁମ୍ଭମାନଙ୍କ ପ୍ରତିକୂଳରେ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)15 ମାତ୍ର ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କ ରବ ନ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କରିବ, ତେବେ ସଦାପ୍ରଭୁଙ୍କ ହସ୍ତ ଯେପରି ତୁମ୍ଭମାନଙ୍କ ପୂର୍ବପୁରୁଷ-ଗଣର ପ୍ରତିକୂଳରେ ଥିଲା, ସେପରି ତୁମ୍ଭମାନଙ୍କ ପ୍ରତିକୂଳରେ ହେବ। Gade chapit laଓଡିଆ ବାଇବେଲ15 ମାତ୍ର ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କ ରବ ନ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କରିବ, ତେବେ ସଦାପ୍ରଭୁଙ୍କ ହସ୍ତ ଯେପରି ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପ୍ରତିକୂଳରେ ଥିଲା, ସେପରି ତୁମ୍ଭମାନଙ୍କ ପ୍ରତିକୂଳରେ ହେବ। Gade chapit laପବିତ୍ର ବାଇବଲ15 କିନ୍ତୁ ଯଦି ତୁମ୍ଭେ ସଦାପ୍ରଭୁଙ୍କ କଥା ନ ମାନ ଏବଂ ତାଙ୍କ ବିରୁଦ୍ଧରେ ଯାଅ, ତେବେ ପରମେଶ୍ୱରଙ୍କର ହସ୍ତ ତୁମ୍ଭମାନଙ୍କ ବିରୁଦ୍ଧରେ ଯିବ। ଯେପରି ସେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କ ବିରୁଦ୍ଧରେ ଥିଲେ। Gade chapit la |
ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋʼ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବାଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।