Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 12:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏହେତୁ ଏବେ ତୁମ୍ଭେମାନେ ଛିଡ଼ା ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ମହତ କର୍ମ କରିବେ, ତାହା ଦେଖ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଏହେତୁ ଏବେ ତୁମ୍ଭେମାନେ ଛିଡ଼ା ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ମହତ କର୍ମ କରିବେ, ତାହା ଦେଖ।

Gade chapit la Kopi

ଓଡିଆ ବାଇବେଲ

16 ଏହେତୁ ଏବେ ତୁମ୍ଭେମାନେ ଛିଡ଼ା ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ମହତ କର୍ମ କରିବେ, ତାହା ଦେଖ।

Gade chapit la Kopi

ପବିତ୍ର ବାଇବଲ

16 “ବର୍ତ୍ତମାନ ଧିର ହୋଇ ଛିଡ଼ା ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ ଯେଉଁ ମହତ୍ କାର୍ଯ୍ୟ କରିବେ ଦେଖ।

Gade chapit la Kopi




1 ଶାମୁୟେଲ 12:16
4 Referans Kwoze  

ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପରି ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତକାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ।


ସଦାପ୍ରଭୁ ମିସରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ୍ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ୱାସ କଲେ।


ଏହେତୁ ତୁମ୍ଭେମାନେ ଏହିକ୍ଷଣେ ଛିଡ଼ା ହୁଅ, ତୁମ୍ଭମାନଙ୍କ ପ୍ରତି ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି ସଦାପ୍ରଭୁଙ୍କର କୃତ ସମସ୍ତ ଧର୍ମକର୍ମ ବିଷୟ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ସହିତ ବିବେଚନା କରିବି।


ସେତେବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, “ତାହା ଛାଡ଼, ସଦାପ୍ରଭୁ ଆଜି ରାତ୍ରିରେ ମୋତେ ଯାହା କହିଅଛନ୍ତି, ତାହା ମୁଁ ତୁମ୍ଭକୁ ଜଣାଇବି।” ଏଥିରେ ସେ କହିଲେ, “କୁହ।”


Swiv nou:

Piblisite


Piblisite