1 ଶାମୁୟେଲ 12:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିରେ ଶାମୁୟେଲ ଲୋକମାନଙ୍କୁ କହିଲେ, “ଭୟ ନ କର; ତୁମ୍ଭେମାନେ ଏହି ସମସ୍ତ ମନ୍ଦତା କରିଅଛ, ପ୍ରମାଣ; ତଥାପି ସଦାପ୍ରଭୁଙ୍କ ପଶ୍ଚାଦ୍ଗମନରୁ ବିମୁଖ ନ ହୁଅ, ମାତ୍ର ଆପଣାମାନଙ୍କ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କର ସେବା କର; Gade chapit laପବିତ୍ର ବାଇବଲ (Re-edited) - (BSI)20 ଏଥିରେ ଶାମୁୟେଲ ଲୋକମାନଙ୍କୁ କହିଲେ, ଭୟ ନ କର; ତୁମ୍ଭେମାନେ ଏହି ସମସ୍ତ ମନ୍ଦତା କରିଅଛ, ପ୍ରମାଣ; ତଥାପି ସଦାପ୍ରଭୁଙ୍କ ପଶ୍ଚାଦ୍ଗମନରୁ ବିମୁଖ ନ ହୁଅ, ମାତ୍ର ଆପଣାମାନଙ୍କ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କର ସେବା କର; Gade chapit laଓଡିଆ ବାଇବେଲ20 ଏଥିରେ ଶାମୁୟେଲ ଲୋକମାନଙ୍କୁ କହିଲେ, ଭୟ ନ କର; ତୁମ୍ଭେମାନେ ଏହି ସମସ୍ତ ମନ୍ଦତା କରିଅଛ, ପ୍ରମାଣ; ତଥାପି ସଦାପ୍ରଭୁଙ୍କ ପଶ୍ଚାଦ୍ଗମନରୁ ବିମୁଖ ନ ହୁଅ, ମାତ୍ର ଆପଣାମାନଙ୍କ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କର ସେବା କର; Gade chapit laପବିତ୍ର ବାଇବଲ20 ତା'ପରେ ଶାମୁୟେଲ ଲୋକମାନଙ୍କୁ କହିଲେ, “ଭୟଭୀତ ହୁଅ ନାହିଁ। ଏହା ସତ୍ୟ ତୁମ୍ଭେମାନେ ଏହିସବୁ ବହୁତ ମନ୍ଦକାର୍ଯ୍ୟ କରିଛ କିନ୍ତୁ ସଦାପ୍ରଭୁଙ୍କୁ ଅନୁସରଣ କରିବା ବନ୍ଦ କର ନାହିଁ। ମନ ପ୍ରାଣ ଦେଇ ସଦାପ୍ରଭୁଙ୍କର ସେବା କର। Gade chapit la |
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।