1 ଶାମୁୟେଲ 12:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ମାତ୍ର ଯେବେ ତୁମ୍ଭେମାନେ ନିତାନ୍ତ ମନ୍ଦ ଆଚରଣ କରିବ, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଉଭୟ ବିନଷ୍ଟ ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)25 ମାତ୍ର ଯେବେ ତୁମ୍ଭେମାନେ ନିତା; ମନ୍ଦ ଆଚରଣ କରିବ, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଉଭୟ ବିନଷ୍ଟ ହେବ। Gade chapit laଓଡିଆ ବାଇବେଲ25 ମାତ୍ର ଯେବେ ତୁମ୍ଭେମାନେ ନିତାନ୍ତ ମନ୍ଦ ଆଚରଣ କରିବ, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଉଭୟ ବିନଷ୍ଟ ହେବ। Gade chapit laପବିତ୍ର ବାଇବଲ25 କିନ୍ତୁ ଯଦି ତୁମ୍ଭେମାନେ କ୍ରମାଗତ କୁକର୍ମ କରିବାରେ ଆଗ୍ରହ ପ୍ରକାଶ କର, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଧ୍ୱଂସ ହେବ।” Gade chapit la |
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ତାହା ଯେବେ ତୁମ୍ଭେମାନେ ଲଙ୍ଘନ କରିବ ଓ ଯାଇ ଅନ୍ୟ ଦେବତାମାନଙ୍କର ସେବା କରିବ, ପୁଣି ସେମାନଙ୍କୁ ପ୍ରଣାମ କରିବ, ତେବେ ତୁମ୍ଭମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ଯେଉଁ ଉତ୍ତମ ଦେଶ ତୁମ୍ଭମାନଙ୍କୁ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ବିନଷ୍ଟ ହେବ।”