1 ଶାମୁୟେଲ 12:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏହେତୁ ତୁମ୍ଭେମାନେ ଏହିକ୍ଷଣେ ଛିଡ଼ା ହୁଅ, ତୁମ୍ଭମାନଙ୍କ ପ୍ରତି ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି ସଦାପ୍ରଭୁଙ୍କର କୃତ ସମସ୍ତ ଧର୍ମକର୍ମ ବିଷୟ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ସହିତ ବିବେଚନା କରିବି। Gade chapit laପବିତ୍ର ବାଇବଲ (Re-edited) - (BSI)7 ଏହେତୁ ତୁମ୍ଭେମାନେ ଏକ୍ଷଣେ ଛିଡ଼ା ହୁଅ, ତୁମ୍ଭମାନଙ୍କ ପ୍ରତି ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି ସଦାପ୍ରଭୁଙ୍କର କୃତ ସମସ୍ତ ଧର୍ମକର୍ମ ବିଷୟ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ସହିତ ବିବେଚନା କରିବି । Gade chapit laଓଡିଆ ବାଇବେଲ7 ଏହେତୁ ତୁମ୍ଭେମାନେ ଏହିକ୍ଷଣେ ଛିଡ଼ା ହୁଅ, ତୁମ୍ଭମାନଙ୍କ ପ୍ରତି ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି ସଦାପ୍ରଭୁଙ୍କର କୃତ ସମସ୍ତ ଧର୍ମକର୍ମ ବିଷୟ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ସହିତ ବିବେଚନା କରିବି। Gade chapit laପବିତ୍ର ବାଇବଲ7 ଆହୁରି ମଧ୍ୟ ଶୁଣ ମୁଁ ତୁମ୍ଭକୁ ସଦାପ୍ରଭୁଙ୍କ ତୁମ୍ଭମାନଙ୍କ ପ୍ରତି ଅଲୌକିକତା ଓ ତୁମ୍ଭ ପୂର୍ବପୁରୁଷଙ୍କ କଥା କହିବି। Gade chapit la |