1 ଶାମୁୟେଲ 12:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ପାସୋରନ୍ତେ, ସେ ହାସୋରର ସେନାପତି ସୀଷରାର ହସ୍ତରେ ଓ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ମୋୟାବର ରାଜା ହସ୍ତରେ ସେମାନଙ୍କୁ ବିକ୍ରୟ କଲେ ଓ ସେମାନେ ସେମାନଙ୍କ ସହିତ ଯୁଦ୍ଧ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କୁ ପାସୋରନ୍ତେ, ସେ ହାତ୍ସୋରର ସେନାପତି ସୀଷରାର ହସ୍ତରେ ଓ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ମୋୟାବର ରାଜା ହସ୍ତରେ ସେମାନଙ୍କୁ ବିକ୍ରୟ କଲେ ଓ ସେମାନେ ସେମାନଙ୍କ ସହିତ ଯୁଦ୍ଧ କଲେ। Gade chapit laଓଡିଆ ବାଇବେଲ9 ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ପାସୋରନ୍ତେ, ସେ ହାସୋରର ସେନାପତି ସୀଷରାର ହସ୍ତରେ ଓ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ମୋୟାବର ରାଜା ହସ୍ତରେ ସେମାନଙ୍କୁ ବିକ୍ରୟ କଲେ ଓ ସେମାନେ ସେମାନଙ୍କ ସହିତ ଯୁଦ୍ଧ କଲେ। Gade chapit laପବିତ୍ର ବାଇବଲ9 “କିନ୍ତୁ ତୁମ୍ଭ ପୂର୍ବପୁରୁଷମାନେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱରଙ୍କୁ ପାଶୋରିବାରୁ ସଦାପ୍ରଭୁ ସେମାନଙ୍କୁ ସୀଷରାର କ୍ରୀତଦାସ କରାଇଲେ। ସୀଷରା ହାତ୍ସୋର ସୈନ୍ୟବାହିନୀର ସେନାପତି ଥିଲେ। ସଦାପ୍ରଭୁ ସେମାନଙ୍କୁ ପଲେଷ୍ଟୀୟମାନଙ୍କର ଓ ମୋୟାବ ରାଜାର ଦାସ କଲେ। ସେମାନେ ସମସ୍ତେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣ ସହିତ ଯୁଦ୍ଧ କଲେ। Gade chapit la |
କିଅବା ଯେପରି ପୂର୍ବକାଳରେ ଓ ଯେଉଁ ସମୟାବଧି ଆମ୍ଭେ ଆପଣା ଲୋକ ଇସ୍ରାଏଲ ଉପରେ ବିଚାରକର୍ତ୍ତୃଗଣକୁ ନିଯୁକ୍ତ କରିଅଛୁ, ସେସମୟାବଧି ଯେପରି ହୋଇଅଛି, ସେପରି ଅଧର୍ମର ସନ୍ତାନମାନେ ସେମାନଙ୍କୁ ଆଉ କ୍ଳେଶ ଦେବେ ନାହିଁ; ପୁଣି ଆମ୍ଭେ ତୁମ୍ଭର ସମସ୍ତ ଶତ୍ରୁଠାରୁ ତୁମ୍ଭକୁ ବିଶ୍ରାମ ଦେବା। ଆଉ ମଧ୍ୟ ସଦାପ୍ରଭୁ ତୁମ୍ଭକୁ କହନ୍ତି ଯେ, ସଦାପ୍ରଭୁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବେ।